ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍, Odisha Legislative ASSEMBLY ଉଦଘାଟିତ

ଭୁବନେଶ୍ୱର :  ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍ Odisha Legislative ASSEMBLY ଉଦଘାଟିତ ।  ଉଦଘାଟନ କଲେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ଅଧିକ ସ୍ୱଚ୍ଛ ଓ ଦକ୍ଷ ଶାସନ ଦିଗରେ ଯାତ୍ରାର ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ ହେବ … Read More

ପଶ୍ଚିମ ଓଡ଼ିଶାରେ ବଡ଼ ପାୱାର ଶୋ’ କରିବ ବିଜେଡି, ୧୮ରେ ବରଗଡରେ ବିରାଟ ଚାଷୀ ସମାବେଶ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିରୋଧରେ ବଢ଼ୁଛି ଚାଷୀଙ୍କ ଅସନ୍ତୋଷ । ପଞ୍ଜିକରଣ, କଟଣି ଛଟଣି, ,ସାରର ଅଭାବ ବିକ୍ରି ଭଳି ପ୍ରସଙ୍ଗ ଚାଷୀଙ୍କ ଚିନ୍ତା ବଢାଇଛି। ତେଣୁ ଚାଷୀଙ୍କ ପାଇଁ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତି ନେଇଛି ବିଜେଡି । ଆଜି ଶଙ୍ଖ … Read More

୫୧୦ ଲିଟର ବେଆଇନ ଦେଶୀ ମଦ ଜବତ, ଜଣେ ମହିଳାଙ୍କ ସମେତ ୩ ଗିରଫ

ଭଦ୍ରକ: ଭଦ୍ରକ ଅବକାରୀ ବିଭାଗକୁ ବଡ଼ ସଫଳତା। ଏଠାରେ ଚଢ଼ାଉ କରି ୫୧୦ ଲିଟର ବେଆଇନ ଦେଶୀ ମଦ ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ … Read More

ନିଯୁକ୍ତି ଜାଲିଆତି: ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ … Read More

‘ଯିଏ ସଲ୍‌ମାନ୍‌ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ

ନୂଆଦିଲ୍ଲୀ : ହାସ୍ୟ ଅଭିନେତା କପିଲ୍‌ ଶର୍ମାଙ୍କ କାନାଡା ସ୍ଥିତ ରେସ୍ତୋରାଁ କପସ୍‌ କାଫେ ଉପରେ ୨ ଥର ଗୁଳିମାଡ ହୋଇ ସାରିଛି । ଏହି ମାମଲାରେ ସାମ୍ନାକୁ ଏକ ବଡ ଖବର ସାମ୍ନାକୁ ଆସିଛି । ମିଳିଥିବା ସୂଚନାନୁଯାୟୀ, କାଫେ … Read More

ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ

ଭୁବନେଶ୍ବର: ଓଡ଼ିଆ ପୁଅ ତଥା ପ୍ରଖ୍ୟାତ ଶିକ୍ଷାବିଦ ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁଙ୍କୁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବରେ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ଭିଜିଟର ଭାବରେ କରାଯାଇଛି। ପ୍ରଫେସର ସ୍ୱାଇଁ ପାଞ୍ଚ … Read More

‘ରାଜ୍ୟରେ ମ୍ୟାଲେରିଆ ଓ ଡେଙ୍ଗୁ ପାଇଁ ୧.୫୭ କୋଟି ଔଷଧ ଯୁକ୍ତ ମଶାରି ଯୋଗାଇବେ କେନ୍ଦ୍ର ସରକାର’

ଭୁବନେଶ୍ବର: ବର୍ତ୍ତମାନ ବର୍ଷା ଋତୁ ଚାଲୁଥିବାବେଳେ, ଏହି ସମୟରେ ମଶା ଜନିତ ରୋଗ ବ୍ୟାପିବାର ବହୁ ଆଶଙ୍କା ଥାଏ । ଏନେଇ ରାଜ୍ୟରେ ମ୍ୟାଲେରିଆ ଏବଂ ଡେଙ୍ଗୁ ଓ ଅନ୍ୟାନ୍ୟ ଭେକ୍ଟରବାହିତ ରୋଗ ନିରାକରଣ ବାବଦରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ … Read More

ଆୟକର ବିଲ-୨୦୨୫କୁ ଫେରାଇନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲୋକସଭାରେ ଆୟକର ବିଲ୍ ପ୍ରତ୍ୟାହାର କରିନେଇଛନ୍ତି। ସରକାର ଏବେ ଏହା ସ୍ଥାନରେ ଏକ ନୂତନ ବିଲ୍ ଆଣିବେ। ଫେବୃଆରୀ ୨୦୨୫ ରେ ଲୋକସଭାରେ ଏହା ଉପସ୍ଥାପିତ ହେବା ପରେ, ଏହାକୁ ସିଲେକ୍ଟ କମିଟିକୁ ପଠାଯାଇଥିଲା। ସିଲେକ୍ଟ କମିଟିର … Read More

ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା

ଭୁବନେଶ୍ୱର : ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା ଓରଫ କାଗଜି ପଲାଇ ।  ସ୍ବାମୀ ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତ ସିଂହାରଙ୍କ ସହ ବିବାଦ ମାମଲାରେ ହାଜର ହେଲା ପୁଅ ।  ଶିଶୁ ମଙ୍ଗଳ କମିଟି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ … Read More

କେନ୍ଦ୍ର କ୍ୟାବିନେଟ ବୈଠକରେ ୫ଟି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ପାଞ୍ଚଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ପ୍ରସ୍ତାବକୁ ସରକାର ଅନୁମୋଦନ କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିରେ ୧୦ … Read More