ଜୟପୁରରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ । ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ । ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ । ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ … Read More
