ଟାରିଫ୍-ଟେନ୍ସନ୍ ; ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ଭାରତ-ଆମେରିକା ମଧ୍ୟରେ ଲାଗି ରହିଛି ତିକ୍ତତା । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଗସ୍ତ କରି ପାରନ୍ତି ବୋଲି ସୂଚନା ମିଳିଛି । … Read More
