ଜାମ୍ମୁ କାଶ୍ମୀରରେ ବାଦଲଫଟା ବର୍ଷାରେ ଭୂସ୍କଳନ: ଓଡ଼ିଆ CISF ଯବାନ ଶହୀଦ

କାମାକ୍ଷାନଗର :  ଜାମ୍ମୁ କାଶ୍ମୀରର କିସ୍ତୱାର ଠାରେ ବାଦଲଫଟା ବର୍ଷାରେ ଓଡ଼ିଆ CISF ଯବାନ ଶହୀଦ ହୋଇଛନ୍ତି l ଶହୀଦ ଯବାନ ଜଣକ ପରଜଙ୍ଗ ଥାନା ମାଣିକମରା ଗ୍ରାମର ମନୋଜ ବିଶ୍ୱାଳ । ହଠାତ ବାଦଲଫଟା ବର୍ଷା ହେବା ଫଳରେ ଭୂସ୍କଳନ … Read More

୧୨ ନୂଆ NAC ପାଇଁ ଡ୍ରାଫ୍ଟ ନୋଟିସ, ଧାର୍ଯ୍ୟ ସମୟରେ କରିପାରିବେ ମତାମତ ବା ଆପତ୍ତି ଦାଖଲ

ଭୁବନେଶ୍ୱର : ଓଡ଼ିଶା ସରକାର 7 ଜିଲ୍ଲାରେ ୧୨ଟି ନୂତନ ନୋଟିଫାଇଡ୍ ଏରିଆ କାଉନସିଲ (ଏନଏସି) ଘୋଷଣା କରିବା ପାଇଁ ଯୋଜନା କରିଛନ୍ତି ସରକାର  । ଏହି ଏନଏସିଗୁଡ଼ିକ ପ୍ରତିଷ୍ଠା ପାଇଁ ଏକ ଖସଡ଼ା ବିଜ୍ଞପ୍ତି ଜାରି କରିଛନ୍ତି, ଯାହା ଦ୍ୱାରା ସ୍ଥାନୀୟ … Read More

ନୂଆଖାଇ ଲଗ୍ନ ଧାର୍ଯ୍ୟ, ମା’ ସମଲେଶ୍ଵରୀଙ୍କ ନିକଟରେ ହେବ ନବାନ୍ନ ଲାଗି

ସମ୍ବଲପୁର : ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ।  ଆସନ୍ତା ୨୮ ତାରିଖ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମିନିଟ ମଧ୍ୟରେ ଶୁଭଲଗ୍ନ ଧାର୍ଯ୍ୟ ହୋଇଛି । ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ ।  ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ … Read More

ଗାନ୍ଧୀ ମାର୍ଗରେ ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଆନ୍ଦୋଳନ

ଭୁବନେଶ୍ୱର  : ଗାନ୍ଧୀ ମାର୍ଗରେ ଆନ୍ଦୋଳନକୁ ଓଲ୍ଲାଇଛନ୍ତି ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନୟ ସମିତି ।  ବିଭିନ୍ନ ଦାବୀ ନେଇ ହାଜର ହାଜର ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଆନ୍ଦୋଳନକୁ ଓଲ୍ଲାଇଛନ୍ତି ।   ବିନା ବେତନରେ ଶିକ୍ଷକମାନେ 25 ରୁ … Read More

ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ, ପାସ୍ ହାର ୫୬.୨୩ ପ୍ରତିଶତ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅପରାହ୍ନ ୨ଟା ପରେ ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ । … Read More

ଇସ୍କନର ଶାସ୍ତ୍ର ବିରାଧୀ ନୀତି: ଅଦିନିଆ ରଥଯାତ୍ରାକୁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପୀଠ ଶଙ୍କରାଚାର୍ଯ୍ୟଙ୍କ ବିରୋଧ

ପୁରୀ : ଇସ୍କନର ଶାସ୍ତ୍ର ବିରୋଧୀ ଅଦିନିଆ ରଥଯାତ୍ରା ବିରୋଧରେ ଏକାଠି ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପୀଠ ଶଙ୍କରାଚାର୍ଯ୍ୟ । ଇସ୍କନ୍ କୁ କଡା ଜବାବ ଦେବାକୁ ବଡ ପ୍ରସ୍ତୁତି । ଇସ୍କନ୍ ଆୟୋଜିତ ଅଦିନିଆ ରଥଯାତ୍ରା ବିରୋଧରେ ଆଉ ପାଦେ … Read More

ଇକୋ ରିସର୍ଟ ସୁଇମିଂ ପୁଲରେ ଅଘଟଣ; ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା ସଦର ଥାନା ଧୀରପାଟଣା ନିକଟ ଇକୋ ରିସର୍ଟ ସୁଇମିଂ ପୁଲ୍‌ରେ ଅଘଟଣ । ସୁଇମିଂ ପୁଲ୍‌ରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ । ମୃତକ ହେଲେ ଉତ୍ତରାଖଣ୍ଡର ୨୩ ବର୍ଷୀୟ ଯୁବ ପର୍ଯ୍ୟଟକ ତେଜସ୍ଵ ଆହୁଜା । ସୂଚନାମୁତାବକ, ସେ … Read More

ଶ୍ରୀମନ୍ଦିରକୁ ଚଢିବା ବେଳେ ଯୁବକଙ୍କୁ କାବୁ କଲା ପୋଲିସ

ପୁରୀ: ପୁରୀ ଶ୍ରୀମନ୍ଦିର ଉପରକୁ ଚଢ଼ୁଥିବା ବେଳେ ଜଣେ ବ୍ୟକ୍ତିଙ୍କୁ କାବୁ କରିଛି ପୋଲିସ। ସୂଚନା ଅନୁଯାୟୀ, ଆଜି ଶ୍ରୀମନ୍ଦିର ବେହରଣ ଦ୍ୱାର ପଟରୁ ଜଣେ ବ୍ୟକ୍ତି ପ୍ରାୟ ୫ ଫୁଟ୍‌ ଉପରକୁ ଚଢ଼ି ଯାଇଥିଲେ। ମନ୍ଦିରକୁ ଚଢ଼ୁଥିବା ବେଳେ ସଂପୃକ୍ତ … Read More

ଓଡ଼ିଶାରେ ଖୋଲିବ ଆଉ ୪ ମେଡିକାଲ କଲେଜ: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଓଡ଼ିଶାରେ ଖୋଲିବ ଆଉ ୪ଟି ମେଡିକାଲ କଲେଜ। ରାଜ୍ୟର ବିଭିନ୍ନ ଚିକିତ୍ସାଳୟର ଭିତ୍ତିଭୂମି ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ସମସ୍ତ ଆଧୁନିକ ଚିକିତ୍ସା ବ୍ୟବସ୍ଥା କରାଯାଉଛି। ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ … Read More

ଶୋଭାଯାତ୍ରା ବେଳେ ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ,

ଜୟପୁର: ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ। କୋରାପୁଟ ଜିଲ୍ଲାରେ ଗତ ୧୪ ତାରିଖରେ ଏକ ଶୋଭାଯାତ୍ରା ବେଳେ ତାରାଙ୍କୁ ଜଣେ ବ୍ୟକ୍ତି ମାଡ଼ ମାରିଥିବା ନେଇ ଥାନାରେ ଏତଲା ହୋଇଛି। ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ … Read More