କାଲିମେଳାରେ ଲଗାଣ ବର୍ଷା, ଏମଭି ୯୬ ବ୍ରିଜ୍ ବୁଡ଼ିଲା
ମାଲକାନଗିରି: ପୋଲ ଉପରେ ୨ଫୁଟର ପାଣି। ମାଲକାନଗିରି ଜିଲ୍ଲା କାଲିମେଳାରେ ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ବ୍ରିଜ୍। କାଲିମେଳା-ମୋଟୁ ୩୨୬ ଜାତୀୟ ରାଜପଥରେ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି। ବ୍ରିଜ ଉପରେ ୨ ଫୁଟର … Read More
