ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ: ଘରୋଇ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା … Read More
