ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା,ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାଗ ନେବେ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ବ୍ୟାଡମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା । ପ୍ୟାରିସ ଅଭିଯାନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଦୁଇ ସଟଲର ଭଉଣୀ । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । … Read More
