ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ
ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା … Read More
