ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍ଯାପିତ, ରାଜ୍ୟପାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ
ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ (ମୁନ୍)ର ଦ୍ୱାଦଶ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି । ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଲେ, ଆଜିର ବିଶ୍ୱରେ ସ୍ଥିରତା ସଙ୍କଟ … Read More
