ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା

ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା … Read More

ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ ବିପଦ କେତେ ?

ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ … Read More

ନୂଆ ବିଲ୍ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଶାହା, ଧନଖଡ଼ଙ୍କ ଇସ୍ତଫା ନେଇ ବି କହିଲେ ବଡ କଥା….

ନୂଆଦିଲ୍ଲୀ: ୧୩୦ ତମ ସଂଶୋଧନ ବିଲ୍ ଠାରୁ ଆରମ୍ଭ କରି ଜଗଦୀପ ଧନଖଡଙ୍କ ଉପରାଷ୍ଟ୍ରପତି ପଦ ଛାଡିବା ପର୍ଯ୍ୟନ୍ତ ସବୁ କିଛି ନେଇ ବଡ ମନ୍ତବ୍ୟ ରଖିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଖବରସରବରାହ ସଂସ୍ଥା ଏଏନଆଇ ସହ ଏକ ସାକ୍ଷାତକାରରେ … Read More

ନୌସେନାକୁ ବୁଷ୍ଟ କରିବ ସବ୍‌ମରିନ୍ ଡିଲ୍, ଜର୍ମାନୀଠାରୁ ଭାରତ କିଣିବ ୬ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତ ସରକାର ବାୟୁସେନା ଓ ନୌସେନାର ଶକ୍ତି ବଢ଼ାଇବା ପାଇଁ ଦୁଇଟି ବଡ଼ ଚୁକ୍ତି ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଛଅ ମାସ ଧରି ଅଟକି ରହିବା ପରେ, କେନ୍ଦ୍ର ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ମଝଗାଓଁ ଡକ୍‌ୟାର୍ଡସ ଲିମିଟେଡ୍ (MDL)କୁ … Read More

ସିଆଇଏସଏଫ ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଆରମ୍ଭ, ସ୍ୱତନ୍ତ୍ର ତାଲିମ ପରେ ହେବେ ନିୟୋଜିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ରବିବାର ଘୋଷଣା କରିଛି ଯେ ଏହାର ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଏବେ ଆରମ୍ଭ ହୋଇଛି। ଏହି ସ୍ୱତନ୍ତ୍ର ମହିଳା ସ୍କ୍ୱାଡ୍ ଦେଶର ବିମାନବନ୍ଦର ଏବଂ ଅନ୍ୟାନ୍ୟ ସମ୍ବେଦନଶୀଳ ପ୍ରତିଷ୍ଠାନରେ ସୁରକ୍ଷା ଦାୟିତ୍ୱ … Read More

ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ, ୮ ଶ୍ରଦ୍ଧାଳୁ ମୃତ ଓ ୪୩ ଆହତ

ସୋମବାର ଅର୍ଥାତ୍ ଆଜି ବୁଲନ୍ଦସହରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୪୩ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, କାସଗଞ୍ଜରୁ ଗୋଗାମେଡି ରାଜସ୍ଥାନକୁ ଜହରବୀର (ଗୋଗାଜୀ) ଦର୍ଶନ ପାଇଁ … Read More

ୟେମେନର ରାଜଧାନୀ ଉପରେ ଇସ୍ରାଏଲର ଆକ୍ରମଣ

ମଧ୍ୟପ୍ରାଚ୍ୟରେ ଉତ୍ତେଜନା ନିରନ୍ତର ବୃଦ୍ଧି ପାଉଛି । ଏବେ ଇସ୍ରାଏଲୀ ସେନା ୟେମେନର ରାଜଧାନୀ ସାନାର ଅନେକ ସ୍ଥାନରେ ବିମାନ ଆକ୍ରମଣ କରିଛି । ହୁଥି ବିଦ୍ରୋହୀମାନେ ଇସ୍ରାଏଲ ଆଡ଼କୁ ମିଶାଇଲ୍ ମାଡ଼ କରିବା ପାଇଁ ଦାୟୀ ହେବାର କିଛି ଦିନ … Read More

ପାଣିରେ ବୁଡି ରହିଛି ସଙ୍ଗମେଶ୍ବର ମହାଦେବ ମନ୍ଦିର, ଡଙ୍ଗାରେ ଯାଇ ଭଗବାନଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ରାଜସ୍ଥାନ ବାଂସୱାଡ଼ାର ପାଣିରେ ବୁଡ଼ି ରହିଛି ସଙ୍ଗମେଶ୍ବର ମହାଦେବ ମନ୍ଦିର । ତଥାପି ବନ୍ଦ ହୋଇନି ଭକ୍ତଙ୍କ ପୂଜାର୍ଚ୍ଚନା । ସୋମବାର ଦିନ ଭୋଲେନାଥଙ୍କ ଦର୍ଶନ ଏବଂ ପୂଜାର୍ଚ୍ଚନା ପାଇଁ ଡଙ୍ଗାରେ ଯାଇ ମନ୍ଦିରରେ ପହଞ୍ଚିଥିଲେ ଭକ୍ତ । ଲଗାତାର ବର୍ଷା … Read More

ଇସ୍ରାଏଲ-ଗାଜା ମଧ୍ୟରେ ନିରନ୍ତର ଆକ୍ରମଣ, ବିସ୍ଫୋରଣରେ ୩ ସାମ୍ବାଦିକ ସମେତ ୧୫ ମୃତ

ଇସ୍ରାଏଲ-ଗାଜା ମଧ୍ୟରେ ଚାଲିଛି ନିରନ୍ତର ଆକ୍ରମଣ । ଇସ୍ରାଏଲ ପୁଣି ଥରେ ଗାଜାର ବିମାନ ଉପରେ କରିଛି ଆକ୍ରମଣ । ଇସ୍ରାଏଲର ବୋମା ବିସ୍ଫୋରଣରେ ୩ ଜଣ ସାମ୍ବାଦିକଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଯାହାର ସୂଚନା ସ୍ଥାନୀୟ … Read More

ଶତ୍ରୁ ପ୍ରତି ବଡ଼ପଣ ଦେଖାଇଲା ଭାରତ, ପାକିସ୍ତାନକୁ ବନ୍ୟା ସମ୍ପର୍କରେ କଲା ସତର୍କ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରଠାରୁ ଜାରି ରହିଛି ଭାରତ-ପାକିସ୍ତାନର ଉତ୍ତେଜନା । ଫଳରେ ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ଅସ୍ଥାୟୀ ଭାବେ ବନ୍ଦ କରିଥିଲା ।  ଏହାରି ମଧ୍ୟରେ ବଡ଼ପଣ ଦେଖାଇଛି ଭାରତ । ଏଥି ସହିତ ଭାରତ ପାକିସ୍ତାନକୁ ପରାମର୍ଶ … Read More