ନିଖୋଜ ୟୁଟ୍ୟୁବରଙ୍କ ପତ୍ତା ମିଳିଲା: ସୁରକ୍ଷିତ ଥିବା ସୂଚନା

ଦିଗପହଣ୍ଡି: ନିଖୋଜ ୟୁଟ୍ୟୁବର୍ ନରେନ୍ଦ୍ର ସାହୁଙ୍କ ମିଳିଲା ପତ୍ତା। ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‌ ମାରମାରିଆ ଗାଁରେ ୟୁଟ୍ୟୁବର୍ ଥିବା ସୂଚନା। ଗାଁର ଆଦିବାସୀଙ୍କ ଗହଣରେ ୟୁଟ୍ୟୁବର୍‌ ସୁରକ୍ଷିତ ଥିବା ସୂଚନା। ଗତ ରବିବାରଠୁ ନିଖୋଜ ଥିଲେ ଟ୍ୟୁବର୍ ନରେନ୍ଦ୍ର ସାହୁ। … Read More

ଆଶ୍ରମ ସ୍କୁଲ ଛାତରୁ ଖସି ଗ୍ରୀଲ୍ ଉପରେ ଲାଖି ରହିଲେ ନାବାଳକ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପୁରୁଣା ଗୁଣୁପୁର ଆଶ୍ରମ ସ୍କୁଲରେ ଅଘଟଣ। ଗଣେଶ ପୂଜା ପାଇଁ ଆସିଥିବା ବେଳେ ଅଘଟଣର ଶିକାର ହେଲେ ନାବାଳକ। ଛାତରୁ ଖସି ଲୁହା ଗ୍ରୀଲ୍‌ ଉପରେ ପଡି ଘଣ୍ଟାଏ ସମୟ ଧରି ଲାଖି ରହିଲେ ନାବାଳକ। ଉଦ୍ଧାର … Read More

ଲାଞ୍ଚ ନେଇ ଧରାପଡିଲେ ଆସିଷ୍ଟାଣ୍ଡ ଟ୍ୟାକ୍ସ କମିଶନର

ଭୁବନେଶ୍ବର: ଆସିଷ୍ଟାଣ୍ଡ ଟ୍ୟାକ୍ସ କମିଶନର ସରିତା ବାରିକ ଗିରଫ। ଜୋରିମାନା ଛାଡ଼ ଲାଗି ଜଣେ ବ୍ୟାକେରୀ ଦୋକାନୀଙ୍କଠାରୁ ଲାଞ୍ଚ ନେଇ ଧରାପଡିବା ପରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି।  ଭିଜିଲାନ୍ସ ଦଳ ତାଙ୍କ ନିକଟରୁ ରାସାୟନିକ ପ୍ରଲେପ ୨୫ ହଜାର … Read More

ବିଜେଡିର ପୂର୍ବତନ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ଅଡୁଆ ବଢିଲା

ଭୁବନେଶ୍ୱର : ବିଜେଡିର ପୂର୍ବତନ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଅର୍ଥ ହେରଫେର, ସଂସଦରେ ଦେଶ ସୁରକ୍ଷା ଓ ରୁଷ ବିରୋଧୀ ପ୍ରଶ୍ନ ପଚାରିବା ଭଳି ଅଭିଯୋଗ ଆସିଛି । ଏହାସହ ସମ୍ପତ୍ତି କାରବାର, ଟ୍ରଷ୍ଟ … Read More

ବନ୍ୟାପାଣି କମୁଛି, ଦୁର୍ଦ୍ଦଶା ବଢୁଛି

ଆରଡି : ବୈତରଣୀ ନଦୀରେ ବନ୍ୟା କମୁଥିଲେ ମଧ୍ୟ ବିପନ୍ନଙ୍କ ଦୁର୍ଦ୍ଦଶା ବଢୁଛି  । ଚାନ୍ଦବାଲି ବ୍ଲକର ୪ ପଞ୍ଚାୟତରେ ବନ୍ୟାସ୍ଥିତିର ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଏବେବି ୩ଟି ରାସ୍ତାରେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ ଆରଡି, ଓଳଗ, ନାନ୍ଦପୁର ପଞ୍ଚାୟତର … Read More

୧୮୦ ଲିଟର ନକଲି ଡିଇଏଫ୍ ଜବତ ,ଜଣେ ଅଟକ

ରଣପୁରଗଡ: ରାଜ୍ୟରେ ଚଳପ୍ରଚଳ କରୁଥିବା ଟ୍ରକ, ବସ୍ ଆଦିରେ ଏବେ ଡିଇଏଫର ବ୍ୟବହାର ବଢିବାରେ ଲାଗିଛି । ତେଣୁ ବିଭିନ୍ନ ଜାତୀୟ ରାଜପଥ କଡରେ ଡିଇଏଫ ବିକ୍ରୟ କେନ୍ଦ୍ର ଦେଖିବାକୁ ମିଳୁଛି । କିନ୍ତୁ ୧୬  ନମ୍ବର ଜାତୀୟ ରାଜପଥ ଚାନ୍ଦପୁର … Read More

ସୁପ୍ରିମକୋର୍ଟ କଲେଜିୟମ୍‌ରେ ମତଭେଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ୍‌ରେ ମତଭେଦ ଦେଖାଯାଇଛି। ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିପୁଲ ଏମ୍ ପାଞ୍ଚୋଲିଙ୍କ ନାମକୁ ସୁପ୍ରିମକୋର୍ଟର ବିଚାରପତି ପଦ ପାଇଁ ସୁପାରିସ କରାଯାଇଛି। ତେବେ ଜଷ୍ଟିସ ପାଞ୍ଚୋଲିଙ୍କ ନାମ ସୁପାରିସକୁ କଲେଜିୟମ୍‌ର ସଦସ୍ୟ ଜଷ୍ଟିସ ବିଭି ନାଗରତ୍ନା … Read More

ଫୋନ କଲେ ଟ୍ରମ୍ପ ଉତ୍ତର ଦେଲେନି ମୋଦୀ

ବର୍ଲିନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫୋନ କଲ୍‌କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରମ୍ବାର ଉପେକ୍ଷା କରିଥିବା ଜଣାଯାଇଛି। ଜର୍ମାନୀ ସ୍ଥିତ ଖବରକାଗଜ ‘ଫ୍ରାଙ୍କଫର୍ଟର ଆଲଜେମାଇନ୍‌’ ରିପୋର୍ଟ ଅନୁଯାୟୀ ନିକଟରେ ମୋଦୀଙ୍କ ନିକଟକୁ ଟ୍ରମ୍ପ ୪ଥର ଫୋନ କଲ୍ କରିଥିଲେ। … Read More

ବୈଷ୍ଣୋଦେବୀ ମାର୍ଗରେ ଭୂସ୍ଖଳନ, ପାହାଡ଼ ଧସି ୩୧ ମୃତ

ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ତାଣ୍ଡବ। ବୈଷ୍ଣୋଦେବୀ ମାର୍ଗରେ ଭୂସ୍ଖଳନ। ପାହାଡ଼ ଧସିବା ଫଳରେ ମୃତ୍ୟୁସଂଖ୍ୟା ୩୧କୁ ବୃଦ୍ଧି ପାଇଛି । ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଜମ୍ମୁକଶ୍ମୀରର କଟରା ଜିଲ୍ଲାର ଅର୍ଦ୍ଧକୁଆରୀ ପାଖରେ ହୋଇଛି ଲ୍ୟାଣ୍ଡସ୍ଲାଇଡ । ଏହି … Read More

ମୁମ୍ବାଇ ଭିରାରରେ ଚାରି ମହଲା କୋଠା ଭୁଶୁଡି ୩ ମୃତ ଓ ୯ ଆହତ

ମୁମ୍ବାଇ : ପାଲଘର ଜିଲ୍ଲା ଭିରାରରେ ଘଟିଛି ବଡ଼ ଅଘଟଣ । ଚାରି ମହଲା କୋଠାର ପଛରୁ କିଛି ଅଂଶ ଭୁଶୁଡି ପଡିଛି । ଏଥିରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୮ରୁ୯ ଜଣଙ୍କର ଆହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ … Read More