ବିହାରରେ ମନ୍ତ୍ରୀ ଶ୍ରବଣ କୁମାରଙ୍କୁ ମରଣାନ୍ତକ ଆକ୍ରମଣ, ଭୟରେ ୧ କିମି ଦୌଡିଲେ ନେତା

ବିହାର : ବିହାର ନାଳନ୍ଦା ଜିଲ୍ଲାରେ ନୀତୀଶ ସରକାରଙ୍କ ମନ୍ତ୍ରୀ ତଥା ଜେଡିୟୁ ନେତା ଶ୍ରବଣ କୁମାରଙ୍କ ଉପରକୁ ଆକ୍ରମଣ । ଏହି ଆକ୍ରମଣରେ ତାଙ୍କର ଅଙ୍ଗରକ୍ଷୀ ଆହତ ହୋଇଛନ୍ତି । ଗ୍ରାମୀଣଙ୍କ କ୍ରୋଧରୁ ରକ୍ଷା ପାଇବା ପାଇଁ ମନ୍ତ୍ରୀ ଦୀର୍ଘ ୧ … Read More

ଆଫଗାନିସ୍ତାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ୍ ଓଲଟି ୨୫ ମୃତ

ଆଫଗାନିସ୍ତାନ : ଆଫଗାନିସ୍ତାନ କାବୁଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ ଓଲଟିବା ଯୋଗୁଁ ଅତିକମରେ ୨୫ ଜଣଙ୍କର ଜୀବନ ଚାଲିଯାଇଛି । ତାଲିବାନର ଜଣେ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି । ଖବର ମୁତାବକ, ସକାଳ … Read More

ସିଟ୍ ଭାଗବଣ୍ଟା… ଚିନ୍ତା ବଢାଇଲେ ଚିରାଗ

ପାଟନା: ବିହାରରେ ପୁଣି କ୍ଷମତାକୁ ଫେରିବାକୁ ନୀତିଶ କୁମାର ବଡ଼ ଘୋଷଣା କରୁଛନ୍ତି ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନଡିଏ ସପକ୍ଷରେ ମାହୋଲ ବନାଇବାକୁ ଉଦ୍ୟମ କରୁଛନ୍ତି। ତେବେ ଏନଡିଏ ପାଇଁ ଚିରାଗ ପାଶଓ୍ବାନ ଏବେ ଚିନ୍ତାର କାରଣ ହୋଇଛନ୍ତି। ନା … Read More

ବିଜେପି ସଭାପତି ଚୟନକୁ ନେଇ ସସ୍‌ପେନ୍ସ ? କେବେ ହେବ ଘୋଷଣା

ନୂଆଦିଲ୍ଲୀ:ବିଜେପି ସଭାପତି ଚୟନକୁ ନେଇ ସସ୍‌ପେନ୍ସ। ଜେପି ନଡ୍ଡାଙ୍କ ପରେ କିଏ ହେବେ ବିଜେପିର କ୍ୟାପଟେନ ? ଏହାକୁ ନେଇ ଭିନ୍ନ ଭିନ୍ନ ସମୟରେ ବିଭିନ୍ନ ନେତାଙ୍କୁ ନେଇ ଆକଳନ ଚାଲିଛି । କେତେବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ କଥା ଆସୁଛି ତ … Read More

ପ୍ରବଳ ବର୍ଷା ଲାଗି ବୈଷ୍ଣୋ ଦେବୀ ଯାତ୍ରା ସ୍ଥଗିତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ମାତା ବୈଷ୍ଣୋ ଦେବୀ ଯାତ୍ରାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ପୂର୍ବରୁ ମନ୍ଦିରକୁ ଯିବା ପାଇଁ ବ୍ୟବହାର ହେଉଥିବା ବ୍ୟାଟେରୀ କାର ଏବଂ ହେଲିକପ୍ଟର ସେବା ବନ୍ଦ … Read More

ଆସନ୍ତା ୩୦ରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, … Read More

ସରକାରଙ୍କ ନୂଆଁଖାଇ ଭେଟି: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ଭୁବନେଶ୍ୱର : ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛ … Read More

ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା: ସୁଟିଂ କରୁଥିବା ସମୟରେ ଧରାପଡ଼ିଲେ ଯୁବକ

ପୁରୀ : ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା ।  ଶ୍ରୀମନ୍ଦିର ଭିତରେ ଚଷମା ସହିତ ସଂଯୁକ୍ତ ହିଡେନ୍ କ୍ୟାମେରା ନେଇ ଜଣେ ବ୍ୟକ୍ତି ଭିଜୁଆଲ ସୁଟିଂ କରୁଥିବା ସମୟରେ ସୁରକ୍ଷା କର୍ମୀଙ୍କ ହାତରେ ଧରାପଡ଼ିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନାରେ … Read More

କମିବ ସରକାର ଓ ଜନତାଙ୍କ ମଧ୍ୟରେ ଦୂରତା, ଲୋକଙ୍କ ଠାରୁ ସିଧାସଳଖ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୌଣସି ସରକାରୀ ଅଫିସରେ ଆପଣଙ୍କୁ ହଇରାଣ କରାଯାଉଛି କି? କୌଣସି ସରକାରୀ ଅଧିକାରୀ ଲାଞ୍ଚ ମାଗୁଛନ୍ତି କି? ଏହାପରେ ପୋଲିସ ଆପଣଙ୍କ ଅଭିଯୋଗ ଶୁଣୁନି କି? ତେବେ ଆଉ ଚିନ୍ତା କରନ୍ତୁନ୍ତି । ଏନେଇ ଆପଣ ଟୋଲ୍ ଫ୍ରି … Read More

ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ ହେବ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ।  ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ ।  ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ … Read More