ଡିସେମ୍ବରରେ ଭାରତ ଆସିବେ ପୁଟିନ
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। କ୍ରେମଲିନର ବରିଷ୍ଠ ଅଧିକାରୀ ୟୁରି ଉଶାକୋଭ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପୁଟିନ ସୋମବାର ଚୀନରେ ଅନୁଷ୍ଠିତ ହେବାକୁ ଥିବା … Read More
