ସର୍ପାଘାତରେ ମାଆ, ପୁଅ ମୃତ

ବଣାଇ:  ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ବଡଚୂଆଁ ଗାଁ ଆଜି ଭୋରୁ ସାପ କାମୁଡାରେ ମା’ ପୁଅଙ୍କର ମୃତ୍ୟୁ ହୋଇଛି। ବଡଚୁଆଁ ଗାଁର ରଥ କୁଲୁ ଘରେ ଖଟିଆରେ ଶୋଇଥିବାବେଳେ ତାଙ୍କ ସ୍ତ୍ରୀ ତୁଳସୀ କୁଲୁ ଏବଂ … Read More

ସମ୍ବଲପୁରରେ ୧୮୦ ମି.ମି ବର୍ଷା ରେକର୍ଡ, ଜନଜୀବନ ଅସ୍ତବ୍ୟସ୍ତ

ସମ୍ବଲପୁର :  ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ସମ୍ବଲପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ୧୨ ଘଣ୍ଟାରେ ୧୮୦ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା କାରଣରୁ ଘରେ ବାହାରେ ସବୁଠି … Read More

ଚାଉଳ ପାଇଁ ମୁହାଁମୁହିଁ ହେଲେ ଶାସକ-ବିରୋଧୀ

ଭୁବନେଶ୍ୱର:  ବିଧାନସଭାରେ ବଳକା ଚାଉଳକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ । ବିରୋଧୀ ସଦସ୍ୟ ପ୍ରତାପ ଦେବଙ୍କ ପ୍ରଶ୍ନରେ … Read More

ବାଦ୍‍ ପଡ଼ିଲେ ଅଯୋଗ୍ୟ ସାମିଲ ହେଲେ ନୂଆ

ଭୁବେନଶ୍ବର: ରାଜ୍ୟରେ ୩୦ହଜାର ୧୨୫ ଜଣଙ୍କ ରାସନ କାର୍ଡ କଟିସାରିଲାଣି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ । ସେହିପରି ଇକେୱାଇସିରେ ବାଦ୍‍ ପଡିଛନ୍ତି ୧ଲକ୍ଷ ୯ହଜାର ୮୫୩ଜଣ । ୬ଲକ୍ଷ ୩୮ହଜାର … Read More

ଗୁରୁବାରଠାରୁ ବଡ ବର୍ଷା !

ଭୁବନେଶ୍ଵର : ଗୁରୁବାର ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୬ ତାରିଖ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୭ ତାରିଖ ସୁଦ୍ଧା ଏହା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର … Read More

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଟ୍ରମ୍ପ୍‌ଙ୍କ ପାଇଁ ଅଟକାଇଲା ଆମେରିକା ପୁଲିସ

ୱାଶିଂଟନ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ କାରକୁ ଆମେରିକା ପୁଲିସ ଅଟକାଇଥିଲା । ସେ ଜାତିସଂଘ ସାଧାରଣ ପରିଷଦରେ ଯୋଗଦେବା ପାଇଁ ନ୍ୟୁୟର୍କରେ ପହଞ୍ଚିଥିଲେ। ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାରକାଡେକୁ ଦୃଷ୍ଟିରେ ରଖି ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ … Read More

ଜିଏସଟି ପ୍ରଭାବ ; ଏହି ଲୋକପ୍ରିୟ ବାଇକ୍‌ ୨୩,୦୦୦ ପର୍ଯ୍ୟନ୍ତ ଶସ୍ତା ହେଲା

ନୂଆଦିଲ୍ଲୀ : ବଜାଜ୍‌ ସେପ୍ଟେମ୍ବର ୨୨ରୁ ଲାଗୁ ହୋଇଥିବା ନୂଆ ଜିଏସଟି ଦର ଲାଗୁ ହେବା ପରେ କମ୍ପାନୀ ଏହାର ଲାଭ ସିଧାସଳଖ ନିଜ ଗ୍ରାହକଙ୍କ ନିକଟରେ ପହଞ୍ଚାଇବା ପାଇଁ ଘୋଷଣା କରିଛି । କମ୍ପାନୀ ନିଜର ଅତ୍ୟନ୍ତ ଲୋକପ୍ରିୟ ବାଇକ୍‌ … Read More

ପ୍ରବଳ ବର୍ଷାରେ ଉବୁଟୁବୁ କୋଲକତା, ଅତିକମରେ ୬୨ ବିମାନ ଉଡ଼ାଣ ବାତିଲ

କୋଲକତା : ଦୁର୍ଗାପୂଜା ପୂର୍ବରୁ କୋଲକତାରେ ପ୍ରବଳ ବର୍ଷା । ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି କୋଲକତା । କୋଲକାତାରେ ଗତକାଲି ରାତି ସାରା ପ୍ରବଳ ବର୍ଷା ହେତୁ ପାଣି ଜମି ରହିବା ସହିତ ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଯାହା … Read More

ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଶ୍ରେଷ୍ଠ ନାୟକ ଶାହରୁଖ ଏବଂ ବିକ୍ରାନ୍ତ, ଶ୍ରେଷ୍ଠ ଅଭିନେତ୍ରୀ ରାଣୀ ମୁଖାର୍ଜୀ

ନୂଆଦିଲ୍ଲୀ : ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି । … Read More

୨୩ ମାସ ପରେ ଜେଲରୁ ମୁକୁଳିଲେ ସପା ନେତା ଆଜମ ଖାନ

ଊତ୍ତରପ୍ରଦେଶ : ଉତ୍ତରପ୍ରଦେଶ ରାଜନୀତିର ଜଣାଶୁଣା ସମାଜବାଦୀ ପାର୍ଟି ନେତା ଆଜମ ଖାନ ଆଜି ଜେଲରୁ ମୁକୁଳିଛନ୍ତି । ତାଙ୍କ ନାମରେ ଥିବା ୭୨ ମାମଲାରେ ବେଲ୍ ମିଳିବା ପରେ ୨୩ ମାସ ପରେ ସୀତାପୁର ଜେଲରୁ ବାହାରିଛନ୍ତି ଆଜମ ଖାନ । … Read More