ଯୌତୁକ ପାଇଁ ବୋହୂକୁ କାମୁଡ଼ିଲା ନାଗ, ବଞ୍ଚାଇବା ପରିବର୍ତ୍ତେ ହସୁଥିଲେ ଶ୍ୱଶୁର ଘର ଲୋକେ

କାନପୁର: କାନପୁରରେ ଏଭଳି ଏକ ଛାତିଥରା ଘଟଣା ଘଟିଛି ଯାହା ଜାଣିଲେ ଆପଣ ସ୍ତବ୍ଧ ହୋଇଯିବେ । ଯୌତୁକ ପାଇଁ ବୋହୂକୁ କାମୁଡ଼ିଲା ନାଗ । ଛଟପଟ ହେଉଥିଲେ ମହିଳା । ହସୁଥିଲେ ଶ୍ୱଶୁର ଘର ଲୋକେ । ବଞ୍ଚାଇବା ପରିବର୍ତ୍ତେ … Read More

H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର

ଆମେରିକା : ଟ୍ରମ୍ପ୍ ଙ୍କ H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର । ଆମେରିକାର ଆଭ୍ୟନ୍ତରୀଣ ଅଞ୍ଚଳରେ ସ୍ବାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ହ୍ବାଇଟ୍  ହାଉସ୍ । ଜାତୀୟତା ସ୍ବାର୍ଥ ଦୃଷ୍ଟିରୁ ଆବଶ୍ୟକତା ଅନୁଯାୟୀ ଡାକ୍ତର ଓ … Read More

ଫିଲିପାଇନ୍ସରେ ତାଣ୍ଡବ ରଚିଛି ’ରାଗାସା’, ଅନ୍ୟ ୫ ଦେଶକୁ ସତର୍କ ଚେତାବନୀ

ଫିଲିପାଇନ୍ସ : ଫିଲିପାଇନ୍ସରେ ଶକ୍ତିଶାଳୀ ’ରାଗାସା’ତାଣ୍ଡବ ରଚିଛି । ’ରାଗାସା’ର ତାଣ୍ଡବ ମହାବତ୍ୟାଠାରୁ କମ୍ ନଥିଲା । ରାଗାସା ସ୍ଥଳଭାଗ ଛୁଇଁବା ପରେ ଘଣ୍ଟା ପ୍ରତି ୨୭୦ କିଲୋମିଟର ପବନ ବହିବା ଆରମ୍ଭ ହୋଇଥିଲା । ଏହି ଭୟାବହ ତୋଫାନକୁ ଦୃଷ୍ଟିରେ ରଖି … Read More

ରାଜ୍ୟରେ ହେବନି ଜାତିଭିତ୍ତିକ ରାଲି ଓ ପ୍ରଚାର, ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆହ୍ଲାବାଦ: ଜାତିଭିତ୍ତିକ ରାଲି ଏବଂ କାର୍ଯ୍ୟକ୍ରମଗୁଡ଼ିକୁ ନିଷିଦ୍ଧ କରିଛନ୍ତି ଉତ୍ତର ପ୍ରଦେଶ ସରକାର । ପୋଲିସ ଏଫଆଇଆର, ଗିରଫଦାରୀ ମେମୋ, ସାର୍ବଜନୀନ ସ୍ଥାନ ଏବଂ ସରକାରୀ ଦଲିଲରେ ଆଉ ଜାତି ଉଲ୍ଲେଖ କରାଯିବ ନାହିଁ ।  ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ, … Read More

ବିମାନ ଚକରେ ବସି କାବୁଲରୁ ଦିଲ୍ଲୀ ଆସିଲେ ନାବାଳକ,ଜୀବିତ ଥିବା ଆଶ୍ଚର୍ଯ୍ୟ

ଦିଲ୍ଲୀ : ସାଧାରଣତଃ ଆପଣମାନେ ଅନେକ ଥର ବିମାନରେ ଯାତ୍ରା କରିଥିବେ ।  କିନ୍ତୁ ଆପଣ କେବେ ବିମାନର ପଛଚକାରେ ବସି ଯାତ୍ରା କରିଛନ୍ତି କି ? ଶୁଣି ଆଶ୍ଚର୍ଯ୍ୟ ହେଲେ ନା ?  ହଁ ଆଂଜ୍ଞା ଏଭଳି ଏକ ଘଟଣା ଘଟିଛି … Read More

ଲଘୁଚାପ ଜନିତ ଲଗାଣ ବର୍ଷା, ଉମରକୋଟ ସହର ଜଳବନ୍ଦୀ

ଉମରକୋଟ: କାହାର ଘର ଆଗରେ ପାଣି ଜମି ରହିଛି ତ ପୁଣି କାହା ଘର ଭିତରେ ଲହଡି ମାରୁଛି ବନ୍ୟା ପାଣି । କିଏ ଘର ଭିତରେ ଜମିଥିବା ପାଣିକୁ ସଫା କରିବାରେ ବ୍ୟସ୍ତ ତ ପୁଣି କିଏ ନିଜର ମାଟି … Read More

ହାତୀ-ମଣିଷ ଲଢେଇ: ୪ମାସରେ ଯାଇଛି ୪୫ଜଣଙ୍କ ଜୀବନ

ଭୁବନେଶ୍ୱର: ସାଢେ ୪ମାସରେ ହାତୀ-ମଣିଷ ଲଢେଇରେ ଯାଇଛି ୪୫ଜଣଙ୍କ ଜୀବନ । ଏହି ସମୟ ଭିତରେ ଭିନ୍ନ ଭିନ୍ନ କାରଣରୁ ୯ଟି ହାତୀ ମୃତ୍ୟୁବରଣ କରିଛନ୍ତି । ଆଜି ଏନେଇ ଗୃହରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ … Read More

ଆସନ୍ତା ୩୦ତାରିଖ ଯାଏଁ କଳିଙ୍ଗା ଘାଟି ରାସ୍ତା ବନ୍ଦ

ଫୁଲବାଣୀ: ଆସନ୍ତା ୩୦ ତାରିଖ ଯାଏଁ ବନ୍ଦ ରହିବ କଳିଙ୍ଗା ଘାଟି ରାସ୍ତା । ସୋମବାର ଦ୍ୱିତୀୟ ଭୂସ୍ଖଳନ ପରେ କନ୍ଧମାଳ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି । ଘଟଣା ସ୍ଥଳକୁ ଭଞ୍ଜନଗର ଓ ସୁବର୍ଣ୍ଣପୁରରୁ ୨ଟି ଏକ୍ସପର୍ଟ ଟିମ୍‍ ଯିବ ବୋଲି … Read More

ଶୁଭମିତ୍ରା ଦୀପକଙ୍କଠାରୁ ଦାବି କରୁଥିଲେ ୨୦ ଲକ୍ଷ

ଭୁବନେଶ୍ୱର: କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସ୍ଵାମୀ ତଥା ଅଭିଯୁକ୍ତ ଦୀପକଙ୍କଠାରୁ ଶୁଭମିତ୍ରା ୨୦ ଲକ୍ଷ ଟଙ୍କା ଦାବି କରୁଥିବା ପୁଲିସକୁ ତଥ୍ୟ ହସ୍ତଗତ ହୋଇଛି। ଉଭୟଙ୍କ ହ୍ବାଟ୍ସଆପ ଚାଟ୍‌ରୁ ଏହି ତଥ୍ୟ ଜଣାପଡ଼ିବା କୁହାଯାଉଛି। … Read More

କଟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରଦ୍ଦ କରାଯାଇନାହିଁ , ପରୀକ୍ଷାଧୀନ -ମନ୍ତ୍ରୀ

ଭୁବନେଶ୍ୱର:  ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ବର୍ତ୍ତମାନ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି । କଟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରଦ୍ଦ କରାଯାଇନାହିଁ । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । … Read More