ରାଜ୍ୟରେ ବିଗତ ୩ବର୍ଷରେ ଉଦ୍ଧାର ହେଲେଣି ୧୦୧ ଶିଶୁ ଶ୍ରମିକ

ଭୁବନେଶ୍ୱର: ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ । ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ ଶ୍ରମିକ … Read More

ଭିଜିଲାନ୍ସ ଜାଲରେ ମହାକାଳପଡା ତହସିଲଦାର

କେନ୍ଦ୍ରାପଡା: ମହାକାଳପଡା ତହସିଲଦାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ … Read More

ମୟୂରଭଞ୍ଜରେ ହେବ ଆୟୁର୍ବେଦିକ କଲେଜ, ଖର୍ଚ୍ଚ ହେବ ୮୫ କୋଟି ଟଙ୍କା

ଭୁବନେଶ୍ବର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ହେବ ନୂଆ ଆୟୁର୍ବେଦିକ କଲେଜ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ … Read More

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଅମଳିପାଲିଠାରେ ମୋଦିଙ୍କ ଗସ୍ତକୁ ନେଇ ଚାଲିଛି ପ୍ରସ୍ତୁତି

ଝାରସୁଗୁଡା: ଆସୁଛନ୍ତି ମୋଦି । ଦ୍ୱିତୀୟ ଥର ପାଇଁ ଝାରସୁଗୁଡାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଗଞ୍ଜାମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିଲା । ଲଘୁଚାପ ପାଇଁ ଗଞ୍ଜାମରେ ହେବାକୁ ଥିବା କାର୍ଯ୍ୟକ୍ରମ ବାତିଲି କରି ଝାରସୁଗଡ଼ା ଅମଲିପାଲି ଠାରେ … Read More

ଅଢେଇ ଘଣ୍ଟା ଫସି ରହିଲା ଆମ୍ୱୁଲାନ୍ସ, ଚାଲିଗଲା ରୋଗୀର ଜୀବନ

ପାରାଦୀପ: ପାରାଦୀପରେ ଦୁଲୁକୁଛି ବିଶ୍ଵକର୍ମା ପୂଜା । ଏହି ପୂଜାକୁ ନେଇ ଉଠୁଛି ପଡ଼ୁଛି ସହର । ସୁନ୍ଦର ସାଜ ସଜ୍ଜା ସାଙ୍ଗକୁ ତୋରଣର ଝିଲ ମିଲ ଆଲୁଅରେ ଝଲସୁଛି ପାରାଦୀପ ସହର । ହେଲେ ଏହି ପୂଜାରେ ଲୋକେ ବୁଲି … Read More

ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶ୍ରୀମନ୍ଦିରର ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ରତ୍ନାଳଙ୍କାର ସ୍ଥାନାନ୍ତରଣ ଶେଷ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଏବଂ ପରିଚାଳନା କମିଟିର ପରାମର୍ଶ ଅନୁସାରେ ହୋଇଛି ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା । ସକାଳ ୧୦.୫୫ ରେ ବାହାର ରତ୍ନଭଣ୍ଡାର ତାଲା ଖୋଲିଥିଲା । ଏହା ପରେ ଭିତର … Read More

ବକ୍ସର-ଟାଟା ସୁପରଫାଷ୍ଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

ଜାମତାରା : ଟ୍ରେନର ଏକ ବଗିରେ ହଠାତ୍ ଲାଗିଲା ନିଆଁ ।  ଅଳ୍ପକେ ବର୍ତିଲେ ଯାତ୍ରୀ । ଏଭଳି ଏକ ଘଟଣା ଘଟିଛି ଝାଡଖଣ୍ଡର ଜାମତାରା ଜିଲ୍ଲାରେ । ବକ୍ସର -ଟାଟା ସୁପରଫାଷ୍ଟ ନାମକ ଟ୍ରେନ ଆଜି ବଡ଼ ଦୁର୍ଘଟଣାରୁ ଟଳି ଯାଇଛି … Read More

ଶୌଚାଳୟ ଖୋଜି ଖୋଜି ପାଇଲଟ କକପିଟ୍ ଖୋଲିଦେଲେ ଯାତ୍ରୀ

ବେଙ୍ଗାଲୁରୁ: ବେଙ୍ଗାଲୁରୁରୁ ବାରାଣସୀ ଯାଉଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଫ୍ଲାଇଟ୍ IX 1086 ରେ ଜଣେ ଯାତ୍ରୀ କକପିଟ୍ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିବା ନେଇ ସମସ୍ତ ଯାତ୍ରୀ ଏବଂ କ୍ରୁ ମେମ୍ବର ଭୟଭୀତ ହୋଇଯାଇଥିଲେ । ସବୁଠାରୁ ଆଶ୍ଚର୍ଯ୍ୟକର କଥା … Read More

ନିଜ ଦେଶବାସୀଙ୍କ ଉପରେ ଏୟାରଷ୍ଟ୍ରାଇକ କଲା ପାକିସ୍ତାନ, ୩୦ ମୃତ

ପାକିସ୍ତାନ : ନିଜ ଦେଶରେ ଏୟାରଷ୍ଟ୍ରାଇକ୍ କଲା ପାକିସ୍ତାନ ବାୟୁସେନା । ପାକିସ୍ତାନୀ ସେନା ନିଜ ନାଗରିକଙ୍କ ଉପରେ ଏୟାରଷ୍ଟ୍ରାଇକ୍ କରିବାରୁ ଶିଶୁ ଏବଂ ମହିଳା ସମେତ ୩୦ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି । ଖବର ମୁତାବକ, ପାକିସ୍ତାନୀ ବାୟୁସେନା ଭୋର … Read More

ଇଟାନଗରରେ ୫୧୨୫ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୋଦି

ଅରୁଣାଚଳ ପ୍ରଦେଶ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅରୁଣାଚଳ ପ୍ରଦେଶ ଏବଂ ତ୍ରିପୁରା ଗସ୍ତରେ ରହିଛନ୍ତି । ସକାଳୁ ରାଜଧାନୀ ଇଟାନଗରରେ ୫୧୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ସିଓମ … Read More