ନିୟନ୍ତ୍ରଣ ହରାଇ କୂଅରେ ପଡିଲା ବୋଲେରୋ : ୩ ମୃତ, ଜଣେ ନିଖୋଜ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଛିନ୍ଦବାଡା ଜିଲ୍ଲାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏପରି ଘଟଣା ଗତକାଲି ସନ୍ଧ୍ୟାରେ ଦେଖିବାକୁ ମିଳିଥିଲା । ବେତୁଲ ରାଜପଥରେ ଏକ ଚାରିଚକିଆ ଗାଡ଼ି ନିୟନ୍ତ୍ରଣ ହରାଇ କୂଅରେ ପଡିଯାଇଥିଲା । ଏହି ଘଟଣାରେ ୩ ଜଣଙ୍କର … Read More
