ରୁଷରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ, ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିଲା
ରୁଷ: ଶୁକ୍ରବାର ସକାଳେ ଅର୍ଥାତ୍ ଆଜି ରୁଷର ଦୂର ପୂର୍ବ ଅଞ୍ଚଳ କାମଚାଟକା ଉପଦ୍ୱୀପରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁସାରେ, ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିରୁ … Read More
