ଦିଶା ପଟାନୀଙ୍କ ଘରୁ ଗୁଳି ମାଡ଼ କରିଥିବା ଦୁଇ ସନ୍ଦିଗ୍ଧ ଏନକାଉଣ୍ଟରରେ ମୃତ
ବରେଲି : ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବରେଲି ସ୍ଥିତ ଘର ଉପରେ ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧ ପୋଲିସ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି । ୟୁପି ଏସଟିଏଫର ନୋଏଡା ୟୁନିଟ୍, ହରିୟାଣା ଏସଟିଏଫ୍ ଏବଂ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚର ମିଳିତ … Read More
