ହୋମଗାର୍ଡ ନିଯୁକ୍ତିରେ ଅନିୟମିତତା: ଅଭିଯୋଗ ଦାଖଲ କରିପାରିବେ ଆଶାୟୀ ପ୍ରାର୍ଥୀ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ହୋମ୍‌ଗାର୍ଡ ନିଯୁକ୍ତି ପ୍ରକ୍ରିୟାରେ ଗମ୍ଭୀର ଅନିୟମିତତାର ଅଭିଯୋଗ ମାମଲା । ନିଯୁକ୍ତି କମିଟି ଦେଲା ଅଭିଯୋଗ ଦାଖଲର ସୁଯୋଗ । କମିଟିର ନୋଟିସ ଅନୁଯାୟୀ, କିଛି ପ୍ରାର୍ଥୀଙ୍କ ଆଡମିଟ୍‌ କାର୍ଡରେ ଉଲ୍ଲେଖିତ ଦକ୍ଷତା ବା ଶୃଙ୍ଖଳା ଆବେଦନ … Read More

୩୧ ଛାତ୍ରଛାତ୍ରୀଙ୍କୁ ମାଡ଼: ଶିକ୍ଷୟିତ୍ରୀ ନିଲମ୍ବିତ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷୟିତ୍ରୀ ୩୧ ଜଣ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି। ଶୁକ୍ରବାର ବେତନଟି ବ୍ଲକର ପ୍ରତିମାଦେଇପୁର କ୍ଲଷ୍ଟର ଅନ୍ତର୍ଗତ ଖଣ୍ଡାଦେଉଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି … Read More

ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ

ପୁରୀ : ସେପ୍ଟେମ୍ବର ୧୯ରୁ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ ।  https://edistrict.odisha.gov.inରେ ଆବେଦନ କରିପାରିବେ ।  ହବିଷ୍ୟାଳୀ ମାଆମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ … Read More

ଭାରତ ପରେ ଚୀନ ପଛରେ ପଡ଼ିଲେ ଟ୍ରମ୍ପ: ୧୦୦% ଶୁଳ୍କ ବୃଦ୍ଧି ଧମକ ପରେ ଚୀନ ଦେଲା ଜବାବ

ରୁଷଠାରୁ ତୈଳ ଆମଦାନୀ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ବିରୋଧରେ ଟାରିଫ ବୃଦ୍ଧି କରି ସଫଳ ନ ହେବାରୁ ଏବେ ଚୀନ ପଛରେ ପଡ଼ିଯାଇଛନ୍ତି। ଚୀନ ଉପରେ ୧୦୦% ଟାରିଫ ଲାଗୁ କରିବାକୁ ଟ୍ରମ୍ପ ନାଟୋ ଦେଶଗୁଡ଼ିକୁ କହିଛନ୍ତି, … Read More

ଅସ୍ଥି ବିସର୍ଜନ କରି ଫେରିବା ବେଳେ ଦୁର୍ଘଟଣା, ୭ ମୃତ

ଜୟପୁର: ଅସ୍ଥି ବିସର୍ଜନ କରି କାରରେ ଫେରୁଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ୭ ଜଣଙ୍କ ଜୀବନ। ରାଜସ୍ଥାନର ଜୟପୁର ଅନ୍ତର୍ଗତ ଶିବଦାସପୁର ଅଞ୍ଚଳରେ ରବିବାର ଏଭଳି ଦୁଃଖଦ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ୧୪ ମାସର ଏବଂ ଅନ୍ୟ ଜଣେ … Read More

ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀ ଓ ଅଭିନେତ୍ରୀ ଉର୍ବଶୀଙ୍କୁ ଇଡି ସମନ

ନୂଆଦିଲ୍ଲୀ : ଅନଲାଇନ ବେଟିଂ ଆପ୍‌ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ଅଭିନେତ୍ରୀ ଉର୍ବଶୀ ରୌଟେଲା ଏବଂ ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ସମନ ଜାରି କରିଛି। ଆର୍ଥିକ ଅନିୟମିତତା ନେଇ ଅନଲାଇନ ବେଟିଂ ଆପ୍ 1xBet ବିରୋଧରେ ଇଡି ପକ୍ଷରୁ ତଦନ୍ତ … Read More

ଭାରତ-ଆମେରିକା ମଧ୍ୟରେ ହୋଇପାରେ ପି-୮ଆଇ ଚୁକ୍ତି

ନୂଆଦିଲ୍ଲୀ, ୧୪।୯ : ଭାରତ ଓ ଆମେରିକା ମଧ୍ୟରେ ପ୍ରତିରକ୍ଷା ସହଯୋଗ ଏକ ନୂଆ ସ୍ତରକୁ ଗତି କରୁଛି। ଭାରତୀୟ ନୌସେନା ପାଇଁ ୬ ଅତିରିକ୍ତ ପି-୮ଆଇ ମେରିଟାଇମ୍ ପେଟ୍ରୋଲ ଏୟାରକ୍ରାଫ୍ଟର ଚୁକ୍ତିକୁ ନେଇ ଉଭୟ ଦେଶ ମଧ୍ୟରେ ଆଲୋଚନା ପ୍ରାୟତଃ … Read More

ଖାଇବର ପଖତୁନଖ୍ୱାରେ TTP ଆକ୍ରମଣ, ୧୨ ପାକିସ୍ତାନୀ ସୈନିକ ମୃତ

ପେଶାୱାର: ପାକିସ୍ତାନର ଖାଇବର ପଖତୁନଖ୍ୱାରେ ତେହେରିକ-ଏ-ତାଲିବାନ ପାକିସ୍ତାନ ଦ୍ୱାରା ହୋଇଥିବା ଆକ୍ରମଣରେ ୧୨ ଜଣ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ଘଟିଛି । ପାକିସ୍ତାନୀ ସେନା ନିଜେ ଏହି ସୂଚନା ଦେଇଛି । ପାକିସ୍ତାନ ସେନା କହିଛି ଯେ ଗତ ଚାରି ଦିନ ମଧ୍ୟରେ … Read More

ଫିଲ୍ମ ଦେଖିବା ପାଇଁ ଉତ୍ତର କୋରିଆବାସୀଙ୍କୁ ମିଳୁଛି ଭୟଙ୍କର ଦଣ୍ଡ

ଉତ୍ତର କୋରିଆରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଯାହା ସମସ୍ତଙ୍କୁ ଚକିତ କରିଛି । ବିଶେଷ କରି ସାଉଥ୍ କୋରିଆନ୍ ଡ୍ରାମା (କେ-ଡ୍ରାମା) ସେୟାର କରୁଥିବାରୁ ଲୋକଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉଛି । ଶୁକ୍ରବାର ସଂଯୁକ୍ତ ରାଷ୍ଟ୍ରର ମାନବଧିକାରୀଙ୍କୁ ଦାବି … Read More

୧୧୪ ନୂଆ ରାଫେଲ କିଣିବା ପାଇଁ ବାୟୁସେନାର ଭାରତ ସରକାରଙ୍କୁ ପ୍ରସ୍ତାବ

ଦିଲ୍ଲୀ : ଭାରତୀୟ ବାୟୁସେନା ଏହି ସପ୍ତାହରେ ଫ୍ରାନ୍ସରୁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ପ୍ରସ୍ତାବ ପଠାଇଛି ।  ରିପୋର୍ଟ ଆସିଛି ଯେ ଭାରତ ମଧ୍ୟ ରୁଷର ପଞ୍ଚମ ପିଢ଼ିର ଯୁଦ୍ଧ ବିମାନ Su-୫୭ ଉପରେ ନଜର … Read More