ଷ୍ଟିୟରିଂ ଛାଡ଼ିଲେ ‘ଆମ ବସ୍‌’ ଡ୍ରାଇଭର, ନିୟମିତ ମିଳୁନି ଦରମା

ଭୁବନେଶ୍ୱର: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍‌। ଓଭର ଡ୍ୟୁଟି ଚାପ, ESI ସମସ୍ୟା, … Read More

ରାଜ୍ୟ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ, କିଣିବେ AI ଉପକରଣ

ଭୁବନେଶ୍ୱର : ସେମିକଣ୍ଡକଟର ପରେ AIକୁ ଗୁରୁତ୍ବ । ମୋହନ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ  ।  ରାଜ୍ୟ ପ୍ରଶାସନର ହେବ ଆଧୁନିକୀକରଣ ।  ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାର କିଣିବେ ଆର୍ଟିଫିସିଆଲ ଇଣ୍ଟେଲିଜେନସ ଉପକରଣ  ।  ଏନେଇ ସମସ୍ତ … Read More

୩ ଚୋରଙ୍କୁ କାବୁ କଲା ପୋଲିସ, ସାରା ରାତି ଟାୱାର ଉପରେ ବସି ଥିଲେ

ଯାଜପୁର ଟାଉନ : ଧରା ପଡ଼ିଯିବା ଭୟରେ ରାତି ସାରା ଟାୱାର ଉପରେ ବସି ରହିଲେ ତିନି ଚୋର ।  ସକାଳ ହେବା ପରେ ୩ ଜଣଙ୍କୁ କାବୁ କରି ପୋଲିସର ଜିମା ଦେଲେ ଟାୱାର କର୍ମଚାରୀ ।  ଦୀର୍ଘଦିନ ହେବ ଯାଜପୁର … Read More

ମାର୍କେଟ କମ୍ପେ୍ଲକ୍ସ ଛାତ ଭୁଶୁଡ଼ିଲା: ଜଣେ ମୃତ, ଫସି ରହିଛନ୍ତି ୪ ଜଣ

ଜୟପୁର : ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ ବିଲ୍ଡିଂ ଛାତ ।   ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଛାତ ଭଗ୍ନାଅଂଶ ତଳେ ଆଉ ଚାରି ଜଣ ଫସି ରହିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।  ପୋଲିସ ଓ ଅଗ୍ନିଶମ … Read More

ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ମାଓନେତ୍ରୀ ସୁଜାତା, ମୁଣ୍ଡ ଉପରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି : ମାଓ ସଙ୍ଗଠନକୁ ବଡ଼ ଝଟକା । ଦୁର୍ଦ୍ଦାନ୍ତ ମାଓନେତ୍ରୀ ସୁଜାତାର ଆତ୍ମସମର୍ପଣ ।  ସୁଜାତା ମୁଣ୍ଡ ଉପରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି । ସୁଜାତା ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ।   ମାଓ ସଙ୍ଗଠନରେ ସେଣ୍ଟ୍ରାଲ … Read More

ସୁଧୁରୁନି ସଂଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା, ସୂଚନା ଦେଲେ ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର : ପ୍ରଖ୍ୟାତ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ସ୍ବାସ୍ଥ୍ୟରେ କିଛି ସୁଧାର ଆସିନି । ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ମଜୁମଦାର । ଏବେ ବି ସଙ୍କଟାପନ୍ନ ଅଛି ଅଭିଜିତଙ୍କ ସ୍ବାସ୍ଥ୍ୟ । ଭୁବନେଶ୍ୱର ଏମ୍ସ … Read More

ଋଷରୁ ତେଲ କିଣିବା ନେଇ ଆମେରିକାର ବାଣିଜ୍ୟ ସଚିବଙ୍କ ଭାରତକୁ ଖୋଲା ଧମକ..

ନୂଆଦିଲ୍ଲୀ: ଋଷ ତେଲ କିଣିବା ବନ୍ଦ କରୁ ଭାରତ, ଏମିତି ପୁଣି କହିଛନ୍ତି ଆମେରିକାର ବାଣିଜ୍ୟ ସଚିବ ହାୱର୍ଡ ଲୁଟନିକ୍ । ସେ କହିଛନ୍ତି ଭାରତକୁ ରୁଷୀୟ ତେଲ କିଣିବା ବନ୍ଦ କରିବାକୁ ପଡିବ, ତେବେ ହିଁ ଉଚ୍ଚ ଶୁଳ୍କ ଏବଂ … Read More

ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ଯୋଗଦେଲେ ଧନଖଡ଼

ନୂଆଦିଲ୍ଲୀ: ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍। ନବନିର୍ବାଚିତ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ … Read More

ମୋଦିଙ୍କ ମାଆଙ୍କୁ ନେଇ ବିବାଦ ଥମୁନି: ଏଆଇ ଭିଡିଓ ପୋଷ୍ଟ କଲା ବିହାର କଂଗ୍ରେସ

ପାଟନା: ବିହାର ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମାଆ ହୀରାବେନଙ୍କୁ ନେଇ ରାଜନୈତିକ ବିବାଦ ଥମିବାର ନାଁ ନେଉନାହିଁ। ପୂର୍ବରୁ କଂଗ୍ରେସର ଭୋଟର ଅଧିକାର ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ବିରୋଧରେ ଅପମାନଜନକ … Read More

ଦିଲ୍ଲୀ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ, ଖାଲି କରାଗଲା କୋର୍ଟ ପରିସର

ବମ୍ବେ: ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିଛି । ଯାହା ଉଭୟ ହାଇକୋର୍ଟରେ ହଇଚଇ ସୃଷ୍ଟି କରିଛି । ଧମକପୂର୍ଣ୍ଣ ମେଲ୍ ପାଇବା ପରେ ପୋଲିସକୁ ହାଇକୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କୋର୍ଟ ପରିସରକୁ … Read More