ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କୁ ୨୭ ବର୍ଷ କାରାଦଣ୍ଡ

ବ୍ରାଜିଲ୍: ପୂର୍ବତନ ରାଷ୍ଟ୍ରପତି କାଟିବେ ସଜ୍ଜା । ୨୭ ବର୍ଷ କଟିବ ଜେଲରେ । ଏବେ ଜେଲ ହେଲା ତାଙ୍କ ଠିକଣା । ଦେଶର ପ୍ରଥମ ନାଗରିକ ଯିଏ ଶାସନ ଗାଦିରେ ବସି ଦେଶ କଥା ବୁଝିଥିଲେ । ଅପରାଧ କେସରେ ଜେଲରେ … Read More

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡାଇ ଦେବାକୁ ମେଲ୍‌ ଯୋଗେ ଧମକ

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡାଇଦେବାକୁ ଶୁକ୍ରବାର ମେଲ୍‌ ଯୋଗେ ଧମକ ମିଳିଛି । ପୂର୍ବରୁ ଦିଲ୍ଲୀ ସ୍କୁଲ୍‌କୁ ବୋମା ଧମକ ମିଳିବା ପରେ ଏବେ ହାଇକୋର୍ଟକୁ ମିଳିଛି ଧମକ । ମେଲ୍‌ ପାଇବା ମାତ୍ରେ ପୁଲିସ ଓ ବୋମା … Read More

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ : ସିପି ରାଧାକ୍ରିଷ୍ଣନ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଗଣତନ୍ତ୍ର ମଣ୍ଡପରେ ଶପଥ ଗ୍ରହଣ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଭବନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର … Read More

ଉଡ଼ାଣ ଭରିବା ବେଳେ ଖସିପଡ଼ିଲା ସ୍ପାଇସଜେଟ ବିମାନର ଚକ, ଅଳ୍ପକେ ବର୍ତ୍ତିଲା ୭୫ ଯାତ୍ରୀଙ୍କ ଜୀବନ

ଗୁଜରାଟ : ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ବିମାନଟି ଉଡ଼ାଣ ଭରିବା ମାତ୍ରେ ଗୋଟିଏ ଚକ ଖସିପଡିଥିଲା । ବିମାନରେ ୭୫ ଜଣ ଯାତ୍ରୀ ରହିଥିଲେ । ତେବେ ବିମାନଟି ସୁରକ୍ଷିତ ଭାବେ ଅବତରଣ … Read More

ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ, ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ

ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଦେଇଛନ୍ତି ଏକ ବଡ଼ ମନ୍ତବ୍ୟ ।  ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର ବାୟୁ ସଫା କରିବାର ଅଧିକାର ଅଛି, ତେବେ ଅନ୍ୟ ସହରର ଲୋକମାନଙ୍କୁ କାହିଁକି ନୁହେଁ … Read More

ବିହାର ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତ, କର୍ମୀମାନଙ୍କୁ ଉତ୍ସାହିତ କରିବେ ମୋଦି, ଅମିତ, ନଡ୍ଡା

ବିହାର : ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି ।  ଗତ ସପ୍ତାହରେ ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ଦଳର ନେତାମାନଙ୍କ ସହ ଏକ ଲମ୍ବା ବୈଠକ କରିଥିଲେ ।  ବିଧାନସଭାଭିତ୍ତିକ ରଣନୀତି ଏବଂ ପ୍ରସଙ୍ଗଗୁଡ଼ିକ ସ୍ଥିର କରାଯାଇଛି ।  … Read More

ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଅଠା ପକାଇ ଦେଲେ, ୮ ଗୁରୁତର

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । କିଛି ଛାତ୍ରଙ୍କ ଆଖିରେ କେହି ଅଠା ପକାଇଦେବାରୁ ୮ ଅନ୍ତେବାସୀ ଗୁରୁତର ହୋଇଥିବା ଜଣାଯାଇଛି ।  ଗୁରୁତର ୮ ଜଣ ଛାତ୍ରଙ୍କୁ ଚିକିତ୍ସା ପାଇଁ … Read More

ଆସନ୍ତା ୧୭ରେ ରାଜଭବନ ଆଗରେ ଧାରଣା ଦେବ ବିଜେଡି

ଭୁବନେଶ୍ୱର: ରାଜ୍ୟରେ ସାର ସଙ୍କଟକ୍‌ୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । କେଉଁଟି ଲମ୍ବ ଲାଇନ ଲଗାଇ ଚାଷୀ ଛିଡା ହେଉଛନ୍ତି ତ ଆଉ କେଉଁଠି ରାତି ଅଧରୁ ଆଧାର କାର୍ଡ ଧରି ମଧ୍ୟ ଲାଇନରେ ଲାଗିଥିବା ଦେଖିବାକୁ … Read More

ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ାଉ

ଭୁବେନଶ୍ବର: ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଟିମ୍ ପକ୍ଷରୁ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ … Read More

ଭାରତ ଫେରିଲେ ନେପାଳରେ ଫସିଥିବା ୨୩ ଓଡ଼ିଆ ଯାତ୍ରୀ

ଭୁବନେଶ୍ୱର: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। … Read More