ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା : ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା।  ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି ।  ସେମାନେ କାହିଁକି ବଞ୍ଚିତ ହେଲେ, ରାସନ କାର୍ଡ ଅଛିକି ନାହିଁ, kyc upadate ହୋଇଛି … Read More

କନ୍ଧମାଳରେ ପହିଲି କୁହୁଡି ସ୍ପର୍ଶ, ଶୀତର ଆଗମନକୁ ଇସାରା

କନ୍ଧମାଳ: ଗଛ,ଲତା ଓ ଘାସ ଉପରେ ପଡିଛି କାକର ବିନ୍ଦୁ । ସେହି କାକର ବିନ୍ଦୁ ସୂର୍ଯ୍ୟ କିରଣରେ ଝଲସି ଉଠୁଛି । ଏହା ସହ ମୋତି ମାଣିକ ପରି ଚକ୍‌‍ ଚକ୍‌‍ କରୁଛି କାକର ବିନ୍ଦୁ । କନ୍ଧମାଳର ପାଣିପାଗରେ … Read More

ଦୁର୍ଗା ପୂଜା ପାଇଁ ଭାରତକୁ ଆସିବ ଇଲିସି, ୧୨୦୦ ଟନ୍‌ ମାଛ ରପ୍ତାନି କଲା ବାଂଲାଦେଶ

କୋଲକାତା: ଆଉ କେଇଟା ଦିନ ପରେ ଧରାବତରଣ କରିବେ ମାଆ ଦୁର୍ଗା। ଚାରିଆଡେ ଉତ୍ସବମୁଖର। ତେବେ ଶାରଦୀୟ ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧିଲାଭ କରିଥିବା ପଶ୍ଚିମବଙ୍ଗରେ ମା’ଙ୍କ ପୂଜାରେ ଲୋକେ ଭିନ୍ନ ପ୍ରକାର ପାଳନ କରନ୍ତି। କାରଣ ଏଠାରେ ଦୁର୍ଗା ପୂଜା … Read More

ପଦ ଛାଡ଼ିଲେ ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ

ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫା ପରେ ବି ଦେଶର ମାହୋଲ ଶାନ୍ତ ନ ପଡ଼ିବାରୁ ଶେଷରେ ରାଷ୍ଟ୍ରପତି ପଉଡେଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫଳରେ ବର୍ତ୍ତମାନ ଦେଶର ସେନା ମୁଖ୍ୟଙ୍କ … Read More

ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦେଲେ ଇସ୍ତଫା, ଘର ଜାଳିଦେଲେ ବିକ୍ଷୋଭକାରୀ

ନେପାଳ : ନେପାଳରେ ସୋସିଆଲ ମିଡିଆ ବ୍ୟାନକୁ ନେଇ ସମଗ୍ର ଦେଶ ଜଳୁଛି । ଦ୍ବିତୀୟ ଦିନ ପାଇଁ ସାରା ଦେଶରେ ହିଂସାକାଣ୍ଡ ଜାରି ରହିଛି । ଦେଶରେ ବ୍ୟାପକ ହିଂସାକାଣ୍ଡ ପରେ ଶେଷରେ କୌଣସି ଉପାୟ ନପାଇ ଇସ୍ତଫା ଦେଇଛନ୍ତି ନେପାଳ … Read More

ପାଟନାରେ ବୋମାମାଡ଼ ଧମକ, ଗୁରୁଦ୍ବାରାକୁ ଉଡ଼ାଇବାକୁ ଆସିଲା ଇମେଲ

ବିହାର: ବିହାରର ରାଜଧାନୀ ପାଟନାରେ। ତଖ୍ତ ଶ୍ରୀ ହରମନ୍ଦିର ଜୀ ପାଟନା ସାହିବ ଗୁରୁଦ୍ୱାରାକୁ ବୋମାରେ ଉଡ଼ାଇଦେବାକୁ ଧମକ । ଏହି ଧମକ ଇମେଲ୍ ମାଧ୍ୟମରେ ଦିଆଯାଇଛି । ଗୁରୁଦ୍ୱାରର ସରକାରୀ ଇମେଲକୁ ପଠାଯାଇଥିବା ଇମେଲରେ ସ୍ପଷ୍ଟ ଭାବରେ ଲେଖାଯାଇଥିଲା, ଲଙ୍ଗର ହଲରେ … Read More

ନେପାଳରେ ପରିସ୍ଥିତି ଅଣାୟତ୍ତ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ, ଭାରତ-ନେପାଳ ସୀମାରେ ହାଇ ଆଲର୍ଟ

କାଠମାଣ୍ଡୁ : ନେପାଳରେ ସୋସିଆଲ ମିଡିଆ ଆପ୍ ବନ୍ଦ ହେବା ପରେ ଜେନ-ଜି ପିଢି ଭୟଙ୍କର ବିକ୍ଷୋଭ କରୁଛନ୍ତି । ଫଳରେ ଅଶାନ୍ତ ନେପାଳ ପାଇଁ ଓ କାଠମାଣ୍ଡୁ ସାରା ହିଂସା ଲାଗି ରହିଥିବାରୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ … Read More

ସିଆଚିନରେ ହିମସ୍ଖଳନ, ୩ ଯବାନ ସହିଦ

ଲଦାଖ : ଲଦାଖ ସିଆଚିନରେ ହିମସ୍ଖଳନ । ହିମସ୍ଖଳନରେ ଭାରତୀୟ ସେନାର ୩ ଜଣ ଯବାନ ସହିଦ ହୋଇଛନ୍ତି । ଏହା ଦୁନିଆର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର । ଏଠାରେ ସୈନିକ ୬୦ ଡିଗ୍ରୀ ଥଣ୍ଡା, ପବନ ଏବଂ ବରଫକୁ ସାମ୍ନା କରୁଛନ୍ତି … Read More

ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି

ନୂଆଦିଲ୍ଲୀ: ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି । INDIA ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ହେଲେ ବିଜୟ । ପ୍ରାୟ 98.2 ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 452 ପ୍ରଥମ ପସନ୍ଦ ଭୋଟ … Read More

ହିମାଚଳ ବନ୍ୟାଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ; ବିପନ୍ନଙ୍କୁ ୧୫୦୦ କୋଟି ଟଙ୍କା ସହାୟତା ଘୋଷଣା

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରରୁ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ହିମାଚଳ ପ୍ରଦେଶର ମଣ୍ଡି ଏବଂ କୁଲୁର ବିପର୍ଯ୍ୟୟରେ ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କରିଛନ୍ତି । ପ୍ରଧାନମନ୍ତ୍ରୀ ବନ୍ୟା … Read More