ବିଲଡିଂ ପ୍ଲାନ୍ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ, ବେଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ
ଭୁବନେଶ୍ୱର: ଏଣିକି ବେଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ। ସୁପ୍ରିମକୋର୍ଟଙ୍କ ଉଦ୍ବେଗ ପରେ ନୂଆ ନିର୍ଦ୍ଦେଶାବଳୀ ଜାରି କଲା ବିଭାଗ। କଠୋର ହେବ ଯାଞ୍ଚ ପ୍ରକ୍ରିୟା, ବିଲଡିଂ ପ୍ଲାନ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ। ଏଣିକି ବିଲଡିଂ … Read More
