ଫୌଜଦାରୀ ମାମଲାରେ ମନ୍ତ୍ରୀଙ୍କ ନାଁ: ତାଲିକାର ଶୀର୍ଷରେ ଓଡ଼ିଶା, ଆନ୍ଧ୍ର

ଭୁବନେଶ୍ବର: ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ADR) ଏବଂ ନ୍ୟାସନାଲ୍ ଇଲେକ୍ସନ୍ ୱାଚ୍ ର ଏକ ରିପୋର୍ଟ ଅନୁଯାୟୀ, ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶ ଏପରି ରାଜ୍ୟ ଭାବରେ ଉଭା ହୋଇଛି ଯେଉଁଠାରେ ସର୍ବାଧିକ ପ୍ରତିଶତ ମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ଅଭିଯୋଗ … Read More

ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ସେପ୍ଟେମ୍ବର ୧୭ରୁ ମିଳିବ ଆଡ଼ମିଟ କାର୍ଡ

କଟକ: ଆସନ୍ତା ୨୭ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଏଥର ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ସଂସ୍ଥାର ଟେକନିକ … Read More

ଘରୋଇ କଳହର କରୁଣ ପରିଣତି, ମାଆକୁ ହତ୍ୟା କଲା ପୁଅ

ସୁନ୍ଦରଗଡ଼ : ମାଆକୁ ହତ୍ୟା କଲା ପୁଅ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ବନ୍ଧପାଲି ଗାଁରେ ମାଆକୁ ହତ୍ୟା କଲା ପୁଅ । ଘରୋଇ କଳହକୁ ନେଇ ହତ୍ୟାକାଣ୍ଡ । ଅଭିଯୁକ୍ତ ପୁଅ ବଳିନ୍ଦ୍ର ଧୁରୁଆଫେରାର । ଗତକାଲି ରାତିରେ ଘଟିଛି … Read More

ନାଳରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଅନୁଗୋଳ : ଉଲଗ୍ନ ଅବସ୍ଥାରେ ଭାଲୁଖାଇ ନାଳରେ ଭାସୁଛି ନାବାଳିକାର ମୃତ ଦେହ ।  ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କଲେ ମୃତକଙ୍କ ଭାଇ । ଗତକାଲି ଠାରୁ ନିଖୋଜ ଥିଲେ ନାବାଳିକା । ଅନୁଗୋଳ ସଦର ଥାନା ,ଶ୍ୟାମସୁନ୍ଦରପୁର … Read More

ସାଇବର ଲୁଟେରା ଗ୍ୟାଙ୍ଗକୁ କାବୁ କଲା ପୋଲିସ, ୮.୫ କୋଟି ଟଙ୍କାର ଆକାଉଣ୍ଟ ଜବତ

ଭୁବନେଶ୍ୱର : ଲୁଟ ଟଙ୍କା ଭାଗ ବଣ୍ଟା ବିବାଦରୁ ପୋଲିସ ଜାଲରେ ପଡିଲେ ବଡ ଧରଣର ସାଇବର ଲୁଟେରା ଗ୍ୟାଙ୍ଗ  । କମିଶନରେଟ ପୋଲିସ ହାତରେ କ୍ଲାସିକ ସାଇବର ଠକ ଗ୍ୟାଙ୍ଗ । ସାଇବର ଠକକୁ ବିହାରରୁ ଡାକି ଅପହରଣ କରିବା ସହ … Read More

ରାଜନଗରରେ ମାତିଛନ୍ତି ଲୁଟେରା, ଗ୍ୟାଙ୍ଗକୁ କେବେ ଧରିବ ପୋଲିସ ?

ରାଜନଗର: ରାଜନଗରରେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ପୁଲିସ ଆଖିରେ ଆଙ୍ଗୁଳି ଗେଞ୍ଜି ବୁଲାଉଛନ୍ତି କଳାକନା । ଜୁଲାଇ ମାସ ୪ ତାରିଖ ରାତି ପ୍ରାୟ ୨ ଟା । ବ୍ରାହ୍ମଣସାହି ଇସ୍କନ ମନ୍ଦିର ଭିତରେ ଦୁର୍ବୁତ୍ତ ମାନେ ପଶି ଭକ୍ତମାନଙ୍କୁ … Read More

୩୮ ଲକ୍ଷ ଟଙ୍କାର ହେରୋଇନ୍ ଜବତ, ଅଭିଯୁକ୍ତକୁ କାବୁ କଲା ପୁଲିସ

କଟକ :  ୩୮ ଲକ୍ଷ୍ ୫୦ ହଜାର ଟଙ୍କାର ହେରୋଇନ୍ ଜବତ୍ ।  ଜାତୀୟ ରାଜପଥ ୧୬, ମଙ୍ଗୁଳି ଛକ ନିକଟରେ ଧରିଲା ରାଜ୍ୟ ଅବକାରୀ ଫ୍ଲାଇଙ୍ଗ ସ୍ୱାଡ ।  ୩୮୫ ଗ୍ରାମ ହେରୋଇନ୍ ଜବତ୍ ।  ନିଶା ଦ୍ରବ୍ୟ ସହ … Read More

ଦିଲ୍ଲୀ ଗସ୍ତ କରିବେ ଦୁଇ ମୁଖିଆ

ଭୁବନେଶ୍ଵର : ଦିଲ୍ଲୀ ଗସ୍ତରେ ଦୁଇ ମୁଖିଆ। ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଥିବାବେଳେ … Read More

ତିହାର ଜେଲରେ ସାଂସଦ ରସିଦଙ୍କୁ କିନ୍ନର କଏଦୀଙ୍କ ଆକ୍ରମଣ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ବାରାମୁଲ୍ଲାର ଲୋକସଭା ସାଂସଦ ଇଞ୍ଜିନିୟର ରସିଦଙ୍କୁ ଦିଲ୍ଲୀର ତିହାର ଜେଲରେ କିନ୍ନର କଏଦୀମାନେ ଆକ୍ରମଣ କରିଛନ୍ତି । ସୂତ୍ର ଅନୁଯାୟୀ, ପ୍ରାୟ ଏକ ସପ୍ତାହ ପୂର୍ବରୁ ଏହି ଘଟଣା ଘଟିଥିଲା ​​ଯେତେବେଳେ ରସିଦ ଏବଂ ଟ୍ରାନ୍ସଜେଣ୍ଡର … Read More

ଟ୍ରମ୍ପଙ୍କ ବୟାନ ଉପରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା; କହିଲେ…. ‘ସବୁବେଳେ ବନ୍ଧୁ ରହିବି’

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପଙ୍କ ବନ୍ଧୁତା ବୟାନ ପରେ ଏବେ ଏହାକୁ ନେଇ ନିଜର ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ଆମେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ଆମ ସମ୍ପର୍କର ସକାରାତ୍ମକ ମୂଲ୍ୟାଙ୍କନକୁ ହୃଦୟର ସହିତ ପ୍ରଶଂସା … Read More