ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲିଲା, ତଳିଆ ଅଞ୍ଚଳର ଲୋକଙ୍କୁ ବନ୍ୟା ସତର୍କତା
କଟକ : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାଯାଇଛି ଏବଂ ମହାନଦୀରେ ୨.୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେବାର ଆଶା କରାଯାଉଛି । ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା … Read More
