ପ୍ରାକୃତିକ ବିପର୍ଯ୍ୟୟର ଭୟଙ୍କର ରୂପ: ଆଫଗାନିସ୍ତାନ ଏବଂ ସୁଡାନରେ ୨,୧୦୦ ଲୋକଙ୍କ ମୃତ୍ୟୁ ଆଶଙ୍କା
ସାରା ବିଶ୍ୱରେ ପ୍ରକୃତିର ପ୍ରକୋପ ଜାରି ରହିଛି । ପ୍ରକୃତି ବିଶ୍ୱର ଦୁଇଟି ଭିନ୍ନ ଭିନ୍ନ କୋଣରେ ତାର ଭୟଙ୍କର ରୂପ ଦେଖାଇଛି । ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେହିଭଳି, ସୁଡାନରେ … Read More
