ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ
ପାକିସ୍ତାନ : ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଗିଲଗିଟ୍-ବାଲ୍ଟିସ୍ତାନରେ ହେଲିକପ୍ଟରରେ ନିଆଁ ଲାଗିଯାଇଥିଲା । ଇଂଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହେଲିକପ୍ଟର ଦୁର୍ଘଟଣା ହୋଇଥିବା ଜଣାପଡିଛି । ଗିଲଗିଟ-ବାଲ୍ଟିସ୍ତାନ ସରକାରଙ୍କ ମୁଖପାତ୍ର ଫୈଜଉଲ୍ଲା … Read More
