ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶରେ ବନ୍ୟାଜଳ, ସେବାୟତ ସଜାଗ

ନରସିଂହପୁର: ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଲା ବନ୍ୟାଜଳ । ଭଟ୍ଟାରିକା ମନ୍ଦିର ବେଢାରେ ପଶିଲା ବନ୍ୟାଜଳ । ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିରକୁ ଛୁଇଁଛି ତଥାପି ମାଙ୍କ ଗର୍ଭଗୃହକୁ ପଶିନି । ଆଜି ସପ୍ତମୀ ପୂଜା ଥିବାରୁ ଚିନ୍ତାରେ ପ୍ରଶାସନ ଓ ସ୍ଥାନୀୟ … Read More

ଚିକିତ୍ସାରେ ଅବହେଳା ଯୋଗୁଁ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ପ୍ରଧାନ ଶିକ୍ଷକ ନିଲମ୍ବିତ

ଉମରକୋଟ: ଚିକିତ୍ସା ଅବହେଳାରୁ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ । ହସ୍ପିଟାଲ ପରିସରରେ ଦେଖାଗଲା ଉତ୍ତେଜନା । ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଚିକତ୍ସାରେ ବିଳମ୍ବ ଓ ଅବହେଳା ପାଇଁ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ । ନବରଙ୍ଗପୁର ଜିଲ୍ଲା ତୁରୁଡ଼ି ପ୍ରାଥମିକ ବିଦ୍ୟାଳୟ ଛାତ୍ରବାସରେ … Read More

ନଷ୍ଟ ହେଲା ଧାନ-କପା ଫସଲ, ୩୫ ଟିକିଆ ହାତୀପଲଙ୍କ ଉତ୍ପାତ

କଣ୍ଟାବାଞ୍ଜି: ସବୁ ଫସଲ ନଷ୍ଟ ହୋଇଯାଇଛି । ଏଥର ଋଣକୁ କେମିତି ସୁଝିବେ ଚାଷୀ । ଭଲ ଫସଲ ହୋଇଥିଲେ ଦୁଇ ପଇସା ରୋଜଗାର ହୋଇଥାନ୍ତା । କିନ୍ତୁ ସବୁ ଫସଲକୁ ତ ହାତୀ ନଷ୍ଟ କରିଦେଲେ । ଏବେ ଚିନ୍ତାରେ … Read More

ବନ୍ଧୁକ କାରଖାନା ଧ୍ବଂସ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ପୋଲିସକୁ ମିଳିଛି ବଡ ସଫଳତା । ସୁକମା ଜିଲ୍ଲାର ମେଟାଗୁଡା ଜଙ୍ଗଲରେ ଏକ ବଡଧରଣର ହମଲାକୁ ବିଫଳ କଲେ ଯବାନ ମାନେ । ଜଂଗଲରେ ନକ୍ସଲ ତିଆରି କରିଥିବା ବନ୍ଧୁକ କାରଖାନା ଚାଲିଥିଲା । … Read More

ପୂଜା ପାଇଁ ଟ୍ବିନ୍ ସିଟିରେ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ୱର: ଶାରଦୀୟ ଦଶହରା ପାଇଁ ଟ୍ବିନ ସିଟିରେ ଆଜିଠୁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି । କଟକ ସହରରେ ଦିନ ୨ଟାରୁ ରାତି ଦୁଇଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୨ ତାରିଖ ଦଶହରା ପର୍ଯ୍ୟନ୍ତ … Read More

ଶ୍ରୀମନ୍ଦିରରେ ନୀତି ବିଭ୍ରାଟ: ପଲଙ୍କ ବିଜେ ପୂର୍ବରୁ ହେଲା ଆଳତି

ପୁରୀ: ବିଳମ୍ବିତ ରାତିରେ ଶ୍ରୀମନ୍ଦିର ନୀତିରେ ବ୍ୟାପକ ବିଭ୍ରାଟ ହୋଇଥିବା ସୂଚନା ରହିଛି । ଆଳତି ସରିବା ପରେ ପଲଙ୍କ ବିଜେ ହୋଇଛି । ବଡ଼ସିଂହାର ଭୋଗ ପରେ ପରେ ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା କଥା । ମହାପ୍ରଭୁଙ୍କ ପଲଙ୍କ … Read More

ବିଜୟଙ୍କ ନିର୍ବାଚନୀ ରାଲିରେ ଦଳାଚକଟା : ୩୧ ମୃତ, ୫୦ ଆହତ

ତାମିଲ ଅଭିନେତା ବିଜୟ ଥାଲାପତିଙ୍କ ନିର୍ବାଚନୀ ଶୋଭାଯାତ୍ରାରେ ଶନିବାର ରାତିରେ ବଡ଼ ଅଘଟଣ ଘଟିଛି। ଶୋଭାଯାତ୍ରା ସମୟରେ ଦଳାଚକଟା ଘଟିବାରୁ ଅଣନିଶ୍ଵାସୀ ହୋଇ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ତାମିଲନାଡୁ … Read More

ପାକିସ୍ତାନୀଙ୍କ ସହ ଓ୍ବାଙ୍ଗଚୁକଙ୍କ ଲିଙ୍କ୍‌ ରହିଛି: ଡିଜିପି

ଲଦାଖ: ଲଦାଖ ହିଂସାରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଲୋକଙ୍କୁ ଉସୁକାଇବା ଅଭିଯୋଗରେ ଗିରଫ ହୋଇଥିବା ସାମାଜିକ କର୍ମୀ ସୋନମ ଓ୍ବାଙ୍ଗଚୁକଙ୍କର ଜଣେ ପାକିସ୍ତାନୀ ପିଆଇଓଙ୍କ ସହିତ ଲିଙ୍କ୍‌ ରହିଥିବା କହିଛନ୍ତି ଲଦାଖ ଡିଜିପି ଡ. ଏସ.ଡି. ସିଂହ ଜାମଓ୍ବାଲ। ଗତ ଶୁକ୍ରବାର … Read More

ବରେଲୀ ହିଂସା: ଗିରଫ ହେଲେ ମୌଲାନା ତକୀର ରାଜା

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବରେଲୀରେ ‘ଆଇ ଲଭ୍‌ ମହମ୍ମଦ’ ପୋଷ୍ଟରକୁ ନେଇ ଘଟିଥିବା ହିଂସାର ମାଷ୍ଟର ମାଇଣ୍ଡ ମୌଲାନା ତକୀର ରାଜାଙ୍କୁ ଗିରଫ କରିଛି ପୁଲିସ। ତକୀରଙ୍କ ସମେତ ଅନ୍ୟ ୭ ଜଣଙ୍କୁ ବି ଗିରଫ କରାଯାଇଛି। ଗିରଫ ପରେ ତକୀରଙ୍କୁ ୧୪ … Read More

ଡିଭାଇଡରରେ ପିଟି ହେଲା ଥାର୍, ୫ ମୃତ ଓ ଜଣେ ଆହତ

ଗୁରୁଗ୍ରାମ : ହରିୟାଣାର ଗୁରୁଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଘଟଣା ନ୍ୟାସନାଲ ହାଇୱେରୁ ବାହାରୁଥିବା ସମୟରେ ଥାରଟି ଡିଭାଇଡର ସହିତ ଧକ୍କା ହୋଇଥିବା ଜଣାପଡିଛି । ଫଳରେ ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନାନୁଯାୟୀ, ନ୍ୟାସନାଲ … Read More