୩ ଟି ଅର୍ଥନୈତିକ ଜୋନ ସୃଷ୍ଟି କରିବାକୁ ଯୋଜନା କରୁଛନ୍ତି ଓଡ଼ିଶା ସରକାର
ଭୁବନେଶ୍ୱର : ଭୁବନେଶ୍ୱରକୁ ଗୋଟିଏ ବିଶ୍ଵସ୍ତରୀୟ ସହର କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିୟାଯାଇଛି । ଓଡ଼ିଶା ସରକାର କ୍ଵାଡ଼ ସିଟି ପ୍ରୋଗ୍ରାମ ଜରିଆରେ ଭୁବନେଶ୍ୱର, ପୁରୀ, କଟକ, ଏବଂ ପାରାଦ୍ୱୀପକୁ ମିଶାଇ ଏକ ଅର୍ଥନୈତିକ ଜୋନ କରିବା ପାଇଁ ରାଜ୍ୟ ସରକାର ପ୍ଲାନ ରଖିଛନ୍ତି । … Read More
