ଜିଏସ୍ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ସାମ୍ବାଦିକମାନଙ୍କୁ ଜିଏସ୍ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ ବୋଲି କହିଛନ୍ତି। ଏହାଫଳରେ ରାଜ୍ୟର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି। … Read More
