ମହାନଦୀ ଜଳ ବିବାଦ: ଅକ୍ଟୋବର ୧୧ ସୁଦ୍ଧା ବୁଝାମଣା କରିବାକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ବହୁଚର୍ଚ୍ଚିତ ମହାନଦୀ ଟ୍ରିବ୍ୟୁନାଲ୍ରେ ମହାନଦୀ ଜଳ ବିବାଦର ଶୁଣାଣି ହୋଇଛି। ଏନେଇ ଓଡ଼ିଶା ପାଇଁ ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ପକ୍ଷ ରଖିଛନ୍ତି। ମହାନଦୀ ଟ୍ରିବ୍ୟୁନାଲ୍ରେ ପକ୍ଷ ରଖିବା ପରେ ଶ୍ରୀ ଆଚାର୍ଯ୍ୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀ ଆଚାର୍ଯ୍ୟ ଗଣମାଧ୍ୟମର … Read More
