ମିଳିଲା ଗ୍ରୀନ ସିଗନାଲ, ବିଜୟ ମାଲ୍ୟା, ନୀରବ ମୋଦିଙ୍କ ସହ ଭାରତ ଆସିବେ ଏହି ପଳାତକ

ନୂଆଦିଲ୍ଲୀ: ୟୁକେ କ୍ରାଉନ୍ ପ୍ରସିକ୍ୟୁସନ୍ ସର୍ଭିସ୍ (ସିପିଏସ୍)ର ଏକ ପ୍ରତିନିଧି ଦଳ ନିକଟରେ ଦିଲ୍ଲୀର ତିହାର ଜେଲ୍ ପରିଦର୍ଶନ କରି ଜେଲ୍ ପରିସ୍ଥିତିର ମୂଲ୍ୟାଙ୍କନ କରିଛନ୍ତି । ବିଜୟ ମାଲ୍ୟା ଏବଂ ନୀରବ ମୋଦିଙ୍କ ଭଳି ଉଚ୍ଚ-ପ୍ରୋଫାଇଲ୍ ଅର୍ଥନୈତିକ ଅପରାଧୀଙ୍କ ପ୍ରତ୍ୟର୍ପଣ … Read More

ଆଉ ଏକ ବଡ଼ ନରସଂହାର: ୬୦ରୁ ଅଧିକ ଲୋକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ନାଇଜେରିଆର ଉତ୍ତର-ପୂର୍ବ ବୋର୍ଣ୍ଣୋ ରାଜ୍ୟରେ ଆତଙ୍କୀ ଗୋଷ୍ଠୀ ବୋକୋ ହରାମ ବିଳମ୍ବିତ ରାତିରେ ଏକ ଗାଁକୁ ସମ୍ପୂର୍ଣ୍ଣ ମାଟିରେ ମିଶାଇ ଦେଇଛି। ଆତଙ୍କବାଦୀମାନେ ଆକ୍ରମଣ କରି ୬୦ ଜଣଙ୍କୁ ହତ୍ୟା କରିଛନ୍ତି। ଏହି ଗାଁରେ ଆଭ୍ୟନ୍ତରୀଣ ବିସ୍ଥାପିତଙ୍କ ପାଇଁ ଏକ ବନ୍ଦ … Read More

ବିଶ୍ଵବିଦ୍ୟାଳୟରେ ରାଗିଂ, ଆଇନ ଛାତ୍ରଙ୍କୁ ୫୦ ଚାପୁଡ଼ା

ଉତ୍ତରପ୍ରଦେଶ: ବିଶ୍ଵବିଦ୍ୟାଳୟରେ ରାଗିଂ। ଆଇନ ଛାତ୍ରଙ୍କୁ ୫୦ ଚାପୁଡ଼ା ମାରିଲେ ସହପାଠୀ। ଉତ୍ତରପ୍ରଦେଶର ଲକ୍ଷ୍ନୌ ଅନ୍ତର୍ଗତ ଚିନହାଟ ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ଵବିଦ୍ୟାଳୟରେ ଏହି ଘଟଣା ଘଟିଛି। କ୍ୟାମ୍ପସ ଭିତରେ ଏକ ଛାତ୍ର ଗୋଷ୍ଠୀ ଉକ୍ତ ଛାତ୍ରଙ୍କୁ ମାଡ଼ ମାରିବା … Read More

ସେପ୍ଟେମ୍ବର ୨୮ରେ ବିସିସିଆଇ କର୍ମକର୍ତ୍ତା ନିର୍ବାଚନ

ମୁମ୍ବଇ : ଚଳିତ ମାସ ୨୮ ରେ ମୁମ୍ବଇରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ୍‌ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧.୩୦ରେ ଆରମ୍ଭ ହେବାକୁ ଥିବା ଏଜିଏମ୍‌ରେ ଅନ୍ୟ ନିଷ୍ପତ୍ତି ନେବା ସହ ବିସିସିଆଇର … Read More

କ୍ୟାନସରକୁ ଶେଷ କରିବାକୁ ଆସିଲା ଭ୍ୟାକ୍ସିନ, କ୍ଲିନିକାଲ ଟ୍ରାଏଲ୍ ରେ ରୁଷକୁ ମିଳିଲା ସଫଳତା

କ୍ୟାନସରକୁ ଶେଷ କରିବାକୁ ଆସିଲା ଭ୍ୟାକ୍ସିନ ।  କ୍ଲିନିକାଲ ଟ୍ରାଏଲ୍ ରେ ସଫଳ ହେଲା ରୁଷ ଭ୍ୟାକ୍ସିିନ  ।  ଏନେଇ ବଡ଼ ଘୋଷଣା କରିଛନ୍ତି ରୁଷୀୟ ବୈଜ୍ଞାନିକ  ।  ରୁଷର ସଂଘୀୟ ମେଡିକାଲ ଏଜେନ୍ସି ବା ଏଫଏମବିଏର ମୁଖ୍ୟ ଏହି ଘୋଷଣା … Read More

ଇସ୍ତଫା ଦେବାକୁ ଘୋଷଣା କଲେ ଜାପାନ ପ୍ରଧାନମନ୍ତ୍ରୀ

ଜାପାନ : ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ଅଚାନକ ପଦବୀରୁ ଇସ୍ତଫା ଦେବା ପାଇଁ ଘୋଷଣା କରିଛନ୍ତି । ସେ ନିଜ ପାର୍ଟି ଭିତରେ ଲଗାତାର ଚର୍ଚ୍ଚା ଏବଂ ଜୁଲାଇରେ ହୋଇଥିବା ସଂସଦୀୟ ନିର୍ବାଚନରେ ବଡ଼ ପରାଜୟ ପରେ ନେଇଛନ୍ତି । ଜାପାନୀ … Read More

ମୁମ୍ବାଇ ନାୟର ହସପିଟାଲ ଉପରେ ବୋମାମାଡ଼ ଧମକ

ମହାରାଷ୍ଟ୍ର : ମୁମ୍ବାଇର ନାୟର ହସପିଟାଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଧମକ ମିଳିବା ପରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଘଟଣା ବିଷୟରେ ପୋଲିସକୁ ସୂଚନା ଦିଆଯିବା ପରେ ଯାଞ୍ଚ କରୁଛି । ସୂଚନା ମୁତାବକ, ଧମକଭରା ଇମେଲ … Read More

ଆମେରିକାରେ ହେଲିକପ୍ଟର କ୍ରାସ୍, ସମସ୍ତ ଯାତ୍ରୀ ମୃତ

ଆମେରିକା : ଆମେରିକାର ମିନେସୋଟାର ଟ୍ୱିନ୍ ସିଟିଜ୍ ଅଞ୍ଚଳରେ ବିମାନବନ୍ଦର ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ପରେ ହେଲିକପ୍ଟରରେ ନିଆଁ ଲାଗିଥିବା ଯୋଗୁଁ ସମସ୍ତ ଲୋକ ପ୍ରାଣ ହରାଇଛନ୍ତି । ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ରବିନସନ୍ ଆର ୬୬ ଭାବରେ … Read More

ଗୁଜରାଟରେ ପ୍ରବଳ ବର୍ଷା, ବାତିଲ ହେଲା ଅରବିନ୍ଦ କେଜ୍ରିୱାଲଙ୍କ ରାଲି

ଗୁଜରାଟ : ଗୁଜରାଟର ଚୋଟିଲାରେ ଆପ୍ ନେତା ଅରବିନ୍ଦ କେଜରିୱାଲଙ୍କ ରାଲି ବାତିଲ କରାଯାଇଛି । ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ପାଣି ଜମା ହୋଇଛି ଏବଂ ଟ୍ରାଫିକ ବ୍ୟବସ୍ଥା ମଧ୍ୟ ବହୁତ ପ୍ରଭାବିତ ହୋଇଛି । ତେଣୁ କାର୍ଯ୍ୟକ୍ରମକୁ … Read More

କ୍ରିକେଟ୍ ମ୍ୟାଚ୍ ଚାଲିଥିବା ବେଳେ ଷ୍ଟାଡିୟମରେ ବିସ୍ଫୋରଣ : ଜଣେ ମୃତ, ଅନେକ ଆହତ

ପାକିସ୍ତାନ : ପାକିସ୍ତାନର ଉତ୍ତର-ପଶ୍ଚିମ ଖାଇବର ପଖତୁନଖ୍ୱା ପ୍ରଦେଶରେ ଘଟିଛି ବଡ଼ ଅଘଟଣ । କ୍ରିକେଟ୍ ମ୍ୟାଚ୍ ଚାଲିଥିଲାବେଳେ ଷ୍ଟାଡିୟମରେ ବିସ୍ଫୋରଣ ଘଟିଛି । ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ଆଇଇଡି ଦ୍ବାରା କରାଯାଇଛି ବୋଲି … Read More