ଜମ୍ମୁ କଶ୍ମୀର କୁଲଗାମରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିହତ, ୩ ଯବାନ ଆହତ
ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାର ଗୁଡ୍ଡାର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି । ସୂଚନା ଅନୁସାରେ, ସର୍ଚ୍ଚ ଅପରେସନ୍ ସମୟରେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ … Read More
