ସର୍ପାଘାତରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ

ନବରଙ୍ଗପୁର:  ଅନ୍ଧବିଶ୍ବାସର କରୁଣ ପରିଣତି । ସାପ କାମୁଡ଼ିବା ପରେ ମେଡିକାଲ ନଯାଇ ଗୁଣିଆ ପାଖକୁ ଗଲେ ।  ଆଉ ଅକାଳରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ। ଚିକିତ୍ସାରେ ବିଳମ୍ବତା ଯୋଗୁଁ ଚାଲିଗଲା ୨ନୀରିହ ଜୀବନ ।  ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ … Read More

ପୁଣି ରାଜ୍ୟକୁ ଫେରିଲା ୨ ଶ୍ରମିକଙ୍କ ମରଶରୀର

ପାତ୍ରପୁର:  ପିଛା ଛାଡ଼ୁନି ଦାଦନ ମୃତ୍ୟୁ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକରେ ବାରମ୍ବାର ଦାଦନ ଶ୍ରମିକଙ୍କ ମୃତ୍ୟୁ ସାମ୍ନାକୁ ଆସୁଛି। ଗତ ରବିବାର ଏବଂ ସୋମବାର ଦୁଇ ଜଣ ଦାଦନ ଶ୍ରମିକଙ୍କ ମୃତଦେହ ବାହାର ରାଜ୍ୟରୁ ଆସି ପହଞ୍ଚିଥିବା ବେଳେ ପୁଣି … Read More

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ … Read More

ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା: ବାଣୀବିହାର ବନ୍ଦ ଡ଼ାକରା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା … Read More

ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ … Read More

ବିଜେଡି ଛାଡିଲେ ଭାସ୍କର ରାଓ, ‘ବିଜୁ ସ୍ୱାଭିମାନ ମଞ୍ଚ’ ଗଠନ ନେଇ ଘୋଷଣା

ଭୁବନେଶ୍ବର: ପୁଣି ବିଜେଡିକୁ ଶକ୍ତ ଝଟକା । ଅସନ୍ତୋଷ ଝାଡି ଦଳ ଛାଡିଲେ ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ । ପୂର୍ବତନ ସାଂସଦ ଭାସ୍କର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ … Read More

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଜଳ ସମ୍ପଦ ବିଭାଗର କଟକଣା

ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି ସଂସ୍ଥା । ଏନେଇ … Read More

କରଞ୍ଜିଆରେ ହେଟାବାଘ ଆତଙ୍କ: ୧୫ ଆହତ

କରଞ୍ଜିଆ : ପୁଣି ହେଟାବାଘ ଆତଙ୍କ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟାବାଘଟି ୧୫ ଜଣଙ୍କୁ ଆକ୍ରମଣ କରି ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ସନ୍ଧ୍ୟାରେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି … Read More

ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା

ଭୁବନେଶ୍ୱର : ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗି ଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ … Read More

ଆମ ବସ ଦୁର୍ଘଟଣାଗ୍ରସ୍ତ, ଜେଜେମା; ନାତୁଣୀ ଆହତ

କଟକ: ପୁଣି ଆମ ବସ ଦୁର୍ଘଟଣାଗ୍ରସ୍ତ । ଜେଜେମା, ନାତୁଣୀ ଆହତ ହୋଇଛନ୍ତି । କଟକ ଗଣେଶଘାଟ ନିକଟରେ ଆମ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ଜେଜେମା ଓ ନାତୁଣୀଙ୍କୁ ସିଟି ହସପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାକୁ ନେଇ … Read More