ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଅଠା ପକାଇ ଦେଲେ, ୮ ଗୁରୁତର
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । କିଛି ଛାତ୍ରଙ୍କ ଆଖିରେ କେହି ଅଠା ପକାଇଦେବାରୁ ୮ ଅନ୍ତେବାସୀ ଗୁରୁତର ହୋଇଥିବା ଜଣାଯାଇଛି । ଗୁରୁତର ୮ ଜଣ ଛାତ୍ରଙ୍କୁ ଚିକିତ୍ସା ପାଇଁ … Read More
