ହାଇକୋର୍ଟ ପରେ ତାଜ ପ୍ୟାଲେସ ହୋଟେଲକୁ ବୋମା ଧମକ, ଯାଞ୍ଚ କରୁଛି ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ଏବଂ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିବ ପରେ ଏବେ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଖବର ମିଳିବା ପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏହାକୁ ନେଇ ଗୁଇନ୍ଦା … Read More

ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ନେପାଳରେ ହିଂସା ପରେ, ସୁଶୀଳା କାର୍କି ଏବେ ଅନ୍ତରୀଣ ସରକାର ଭାବରେ ଦେଶର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାରତ ସୁଶୀଳା କାର୍କିଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଇଛି। ଏହାସହ ଭାରତ ଦୁଇ ଦେଶ ମଧ୍ୟରେ ଶାନ୍ତି ଏବଂ … Read More

କଙ୍ଗୋରେ ଡଙ୍ଗା ବୁଡ଼ି ୮୬ ମୃତ

କଙ୍ଗୋ: କଙ୍ଗୋରେ ଭୟଙ୍କର ବୋଟ ଟ୍ରାଜେଡି । ଯେଉଁଥିରେ ଅତି କମରେ ୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ବସନକୁସୁ ଅଞ୍ଚଳରେ ଘଟିଛି । ଅନ୍ୟ ୧୪୬ ଜଣଙ୍କ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଅଭିଯାନ ଚାଲିଛି … Read More

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର … Read More

ନେପାଳରୁ ହଟିଲା କର୍ଫ୍ୟୁ: ଖୋଲିଲା ଦୋକାନ ଓ ମଲ୍

କାଠମାଣ୍ଡୁ : ନେପାଳରେ ଧିରେ ଧିରେ ଶାନ୍ତି ଫେରୁଛି । ଆଜି ରାଜଧାନୀ କାଠମାଣ୍ଡୁରେ ଲାଗୁ ହୋଇଥିବା କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅନ୍ତରୀଣ ସରକାର ଗଠନ ହେବା ପରେ, ସୁରକ୍ଷା ବାହିନୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି । … Read More

ମଣିପୁର ସାହସ ଓ ବୀରତ୍ୱର ଭୂମି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୨୦୨୩ ମସିହା ମଣିପୁର ହିଂସାକାଣ୍ଡ ପରେ ପ୍ରଥମ କରି ଆଜି ମଣିପୁର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମଣିପୁର ସାମ୍ପ୍ରଦାୟିକ ହିଂସାରେ ସର୍ବାଧିକ କ୍ଷତିଗ୍ରସ୍ତ ଚୁଡାଚନ୍ଦ୍ରପୁର ଜିଲାରେ ୭ହଜାର ୩ଶହ କୋଟିର ଟଙ୍କାର ପ୍ରକଳ୍ପ … Read More

ମିଜୋରାମକୁ ମୋଦିଙ୍କ ଭେଟି: ଉଦଘାଟନ କଲେ ପ୍ରଥମ ରେଳ ଲାଇନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ଠାରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ଆଜି ପ୍ରଥମ ଦିନରେ ସେ ପ୍ରଥମେ ମିଜୋରାମରେ ପହଞ୍ଚିଛନ୍ତି । ସେ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମଣିପୁର, ମିଜୋରାମ, … Read More

ଚରିତ୍ର ଉପରେ ସନ୍ଦେହ କରି ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କଲା ସ୍ବାମୀ

ଉତ୍ତରପ୍ରଦେଶ : ବିଜନୌର ଜିଲ୍ଲାର ନଗିନା ଦେହାତ ପୋଲିସ ଷ୍ଟେସନ ଅଞ୍ଚଳରେଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି । ଅବୈଧ ସମ୍ପର୍କ ସନ୍ଦେହରେ  ନିଜ ପତ୍ନୀଙ୍କୁ ପିଟିଥିଲେ ସ୍ବାମୀ । କଥା କେବେଳ ଏତିକିରେ ଅଟକି ନଥିଲା ସ୍ବାମୀ ଏବଂ  ନିଜ … Read More

ନକଲି ପାସପୋର୍ଟ ସହ ମୁମ୍ବାଇ ବିମାନବନ୍ଦରରୁ ଗିରଫ ହେଲେ ନେପାଳୀ ଏବଂ ବାଂଲାଦେଶୀ ନାଗରିକ

ମୁମ୍ବାଇ: ମୁମ୍ବାଇ ସହର ପୋଲିସ ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ ୨ ସନ୍ଦିଗ୍ଧ ବିଦେଶୀ ନାଗରିକଙ୍କୁ ଗିରଫ କରିଛି । ନକଲି ଭାରତୀୟ ପାସପୋର୍ଟ ବ୍ୟବହାର କରି ବିଦେଶ ଯାତ୍ରା କରିବାର ପ୍ରୟାସକୁ ପଣ୍ଡ କରିବାରେ ଏହି … Read More

ଏଲଆଇସି ଡେଭଲପମେଣ୍ଟ ଅଫିସରଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ବର: ସନ୍ଦେହରେ ଏଲ ଆଇ ସି ଡେଭଲପମେଣ୍ଟ ଅଫିସରଙ୍କ ମୃତ୍ୟୁ । କେମିତି ଘଟିଲା ? କିଏ ତାଙ୍କୁ ହତ୍ୟା କଲେ ? ଯଦି ଜୀବନ ନେଲେ ଏହା ପଛରେ କାରଣ କଣ’ ? ସାଧାରଣ ଲୋକଙ୍କ ମନରେ ଏଭଳି କିଛି ପ୍ରଶ୍ନ … Read More