୪ ଘଣ୍ଟା ପରେ ବାକ୍ସ ଭିତରୁ ଉଦ୍ଧାର ହେଲା ୩ ବର୍ଷର ଛାତ୍ର

ବଣାଇ : ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ବ୍ଲକର ଯରଡ଼ା ହାଇସ୍କୁଲରେ ଘଟିଛି ଏକ ଅଭାବନୀୟ ଘଟଣା । ଗତକାଲି ଏହି ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଛାତ୍ର ଆଉ ଜଣେ ୩ୟ ଶ୍ରେଣୀ ଛାତ୍ରକୁ  ଏକ ବାକ୍ସରେ ପୁରାଇ ଦେଇଥିଲା । ଛାତ୍ର … Read More

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସଏସଆର, ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବେନଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି। ଏଥିଲାଗି ବିଭିନ୍ନ କାର୍ଯ୍ୟସୂଚୀ ନିର୍ଦ୍ଧାରିତ ହୋଇଛି। … Read More

କେନ୍ଦୁଝରର ୧୩ ବ୍ଲକରେ ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥ ଗଡ଼ିଲା

ଭୁବନେଶ୍ୱର/କେନ୍ଦୁଝର: “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” ବା ଶୂନ ଦୁର୍ଘଟଣା ଦିବସ … Read More

ଗୋଟିଏ ଦିନରେ ୨.୬୩ କୋଟିର ବେଆଇନ ସାମଗ୍ରୀ ଜବତ କଲା ଅବକାରୀ ବିଭାଗ

ଭୁବନେଶ୍ୱର: ଅବକାରୀ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ “ଏନ୍‌ଫୋର୍ସମେଣ୍ଟ ସ୍ପେଶାଲ୍ ଡ୍ରାଇଭ୍”ର ୧୧ତମ ଦିନରେ ଏକ ବଡ଼ ସଫଳତା ସହ ମୋଟ ୨.୬୩ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ ହୋଇଛି। ଏହି ବଡ଼ ଅଭିଯାନରେ ୨୬୩ଟି ମାମଲା ରୁଜୁ ହେବା ସହ … Read More

ଆଉ ୬ମାସ ବଢ଼ିଲା ପିଏମ୍ କିଷାନ ଅବଧି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର କେୱାଇସି ସମୟ ସୀମାକୁ ଛଅ ମାସ ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ଅବଧି ବୃଦ୍ଧିର ଲକ୍ଷ୍ୟ ହେଉଛି ଅଧିକ ଚାଷୀଙ୍କୁ ଯୋଜନାରେ ସାମିଲ କରିବା … Read More

ଷ୍ଟିୟରିଂ ଛାଡ଼ିଲେ ‘ଆମ ବସ୍‌’ ଡ୍ରାଇଭର, ନିୟମିତ ମିଳୁନି ଦରମା

ଭୁବନେଶ୍ୱର: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍‌। ଓଭର ଡ୍ୟୁଟି ଚାପ, ESI ସମସ୍ୟା, … Read More

ରାଜ୍ୟ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ, କିଣିବେ AI ଉପକରଣ

ଭୁବନେଶ୍ୱର : ସେମିକଣ୍ଡକଟର ପରେ AIକୁ ଗୁରୁତ୍ବ । ମୋହନ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ  ।  ରାଜ୍ୟ ପ୍ରଶାସନର ହେବ ଆଧୁନିକୀକରଣ ।  ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାର କିଣିବେ ଆର୍ଟିଫିସିଆଲ ଇଣ୍ଟେଲିଜେନସ ଉପକରଣ  ।  ଏନେଇ ସମସ୍ତ … Read More

୩ ଚୋରଙ୍କୁ କାବୁ କଲା ପୋଲିସ, ସାରା ରାତି ଟାୱାର ଉପରେ ବସି ଥିଲେ

ଯାଜପୁର ଟାଉନ : ଧରା ପଡ଼ିଯିବା ଭୟରେ ରାତି ସାରା ଟାୱାର ଉପରେ ବସି ରହିଲେ ତିନି ଚୋର ।  ସକାଳ ହେବା ପରେ ୩ ଜଣଙ୍କୁ କାବୁ କରି ପୋଲିସର ଜିମା ଦେଲେ ଟାୱାର କର୍ମଚାରୀ ।  ଦୀର୍ଘଦିନ ହେବ ଯାଜପୁର … Read More

ମାର୍କେଟ କମ୍ପେ୍ଲକ୍ସ ଛାତ ଭୁଶୁଡ଼ିଲା: ଜଣେ ମୃତ, ଫସି ରହିଛନ୍ତି ୪ ଜଣ

ଜୟପୁର : ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ ବିଲ୍ଡିଂ ଛାତ ।   ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଛାତ ଭଗ୍ନାଅଂଶ ତଳେ ଆଉ ଚାରି ଜଣ ଫସି ରହିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।  ପୋଲିସ ଓ ଅଗ୍ନିଶମ … Read More

ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ମାଓନେତ୍ରୀ ସୁଜାତା, ମୁଣ୍ଡ ଉପରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି : ମାଓ ସଙ୍ଗଠନକୁ ବଡ଼ ଝଟକା । ଦୁର୍ଦ୍ଦାନ୍ତ ମାଓନେତ୍ରୀ ସୁଜାତାର ଆତ୍ମସମର୍ପଣ ।  ସୁଜାତା ମୁଣ୍ଡ ଉପରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି । ସୁଜାତା ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ।   ମାଓ ସଙ୍ଗଠନରେ ସେଣ୍ଟ୍ରାଲ … Read More