ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରିପରିଷଦ ବୈଠକ

ଭୁବେନଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ମନ୍ତ୍ରିପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଉପସ୍ଥିତ ରହିଛନ୍ତି ସମସ୍ତ ବିଭାଗର ମନ୍ତ୍ରୀ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବା ସମ୍ଭାବନା ରହିଛି । … Read More

ଅଟୋରେ ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତକୁ କାବୁ କଲା ପୋଲିସ

ଭୁବେନଶ୍ବର: ଅଟୋରେ ଯୁବତୀଙ୍କୁ ଅସଦାଚରଣ କରାଯାଇଛି। ଯୁବତୀ ଜଣକ ପ୍ରତିବାଦ କରିବାରୁ ଅଭିଯୁକ୍ତ ତାଙ୍କୁ ମାଡ଼ ମାରିଛନ୍ତି। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ନିରଞ୍ଜନ ଭୋଇକୁ ଗିରଫ କରିଛି। ଘଟଣାଟି ଭୁବନେଶ୍ଵରର ଗ୍ୟାରେଜ ଛକ ନିକଟରେ ଘଟିଥିଲା। ସୂଚନା ଅନୁସାରେ, ପୀଡ଼ିତା … Read More

ଶିକ୍ଷକମାନଙ୍କ ଗଣ୍ଡଗୋଳକୁ ନେଇ ପାଠପଢା ଠପ, ରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ଅନ୍ତର୍ଗତ କୁମେଲ୍ ସିଂହା ପଞ୍ଚାୟତ ଅଧିନରେ ଥିବା ଦଧିବାମନ ଉଚ୍ଚ ବିଦ୍ୟାଳୟ ରେ ଦୀର୍ଘ ମାସ ହେଲା ପ୍ରଧାନଶିକ୍ଷକଙ୍କ ସହିତ ସହ ଶିକ୍ଷକମାନଙ୍କ ମତ ମତାନ୍ତର ହେବା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢା ବାଧାପ୍ରାପ୍ତ ହେବା ସହ ବିଦ୍ୟାଳୟର … Read More

ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, ଆଉ ୫୬ଟି ନୂଆ କେନ୍ଦ୍ରରେ ହେବ ମତଦାନ

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ନିର୍ବାଚନରେ ୨ ଲକ୍ଷ ୪୮ ହଜାର ୨୫୬ ଜଣ ମତାଦାତା ଭୋଟ୍ ଦେବେ। ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା … Read More

ଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ, ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ହସପିଟାଲରେ ଚିକିତ୍ସାଧୀନ

କଟକ : ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ହସପିଟାଲରେ ଚିକିତ୍ସାଧୀନ । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ବୁଦ୍ଧାଦିତ୍ୟଙ୍କ ଚିକିତ୍ସା ଚାଲିଛି । ତାଙ୍କୁ କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟା ରହିଥିଲା । ତେବେ ଲଙ୍ଗସରେ ସଂକ୍ରମଣ … Read More

ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ପୁରୀ : ପୁରୀ ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ ।  ଆନ୍ଧ୍ରପ୍ରଦେଶରୁ ଅଭିଯୁକ୍ତ ମନୋଜ ବେହେରାକୁ ଗିରଫ କଲା ପୁରୀ ପୋଲିସ । ମୋଟ୍ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଜି ସମସ୍ତଙ୍କର ଡାକ୍ତରୀ … Read More

ମୁଣ୍ଡରେ ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ମାଓ ନେତ୍ରୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଓ ନେତ୍ରୀଙ୍କ ଆତ୍ମସମର୍ପଣ ।  ମାଲକାନଗିରି ସୀମାନ୍ତ ଛତିଶଗଡ ଗରିଆବନ୍ଦ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଜଣେ ମାଓ ନେତ୍ରୀ ।  ତାଙ୍କ ମୁଣ୍ଡରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି । ଆତ୍ମସମର୍ପଣ କରିଥିବା ମାଓ ନେତ୍ରୀଙ୍କ ନାଁ … Read More

ଦ୍ବନ୍ଦ୍ବରେ ଶିକ୍ଷକ, ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା

ଭୁବନେଶ୍ୱର : ଦ୍ବନ୍ଦ୍ବରେ ଶିକ୍ଷକ। ସ୍ଵତନ୍ତ୍ର ଓଟିଇଟି ପରୀକ୍ଷା ଦିନ ଶିକ୍ଷକମାନେ ସ୍କୁଲରେ ରହିବେ ନାଁ ପରୀକ୍ଷା ଦେବାକୁ ଯିବେ । ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା । ପ୍ରଶ୍ନପତ୍ର ଲିକ ଓ ବୋର୍ଡରେ ଅଧିକାରୀ ନଥିବାରୁ ବାରମ୍ବାର ପରୀକ୍ଷା ତାରିଖରେ … Read More

ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ

ପୁରୀ : ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ । ଏଥର ୨୫ ଶହ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହେବ । ୪ଟି ସ୍ଥାନରେ ହେବ ହବିଷିଆଳି କେନ୍ଦ୍ର । ପ୍ରଥମ କରି ଆବେଦନ କରିଥିବା ମାଆ ମାନଙ୍କୁ ପ୍ରାଧାନ୍ୟ ଦିଆଯିବ … Read More

ପ୍ରବଳ ବର୍ଷା ଯୋଗୁଁ କଳିଙ୍ଗା ଘାଟିରେ ବଡ଼ ଭୂସ୍ଖଳନ, କନ୍ଧମାଳରୁ ଗଞ୍ଜାମକୁ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା : ପ୍ରବଳ ବର୍ଷା ଯୋଗୁଁ କଳିଙ୍ଗା ଘାଟିରେ ବଡ଼ ଭୂସ୍ଖଳନ । ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର ଓ ମାଟି ଅତଡ଼ା । ପଥର ଓ ମାଟି ଖସି କଳିଙ୍ଗା ଘାଟି ରାସ୍ତା ସମ୍ପୂର୍ଣ୍ଣ ବନ୍ଦ। କନ୍ଧମାଳରୁ ଗଞ୍ଜାମକୁ ଯୋଗାଯୋଗ … Read More