କାତାର ଉପରେ ଇସ୍ରାଏଲର ଆକ୍ରମଣ, ଜାତିସଂଘରେ ଭାରତର ନିନ୍ଦା
ଦିଲ୍ଲୀ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ । କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି । ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି … Read More
