ଇଭିଏମ୍ ବାଲଟ୍ ପେପରରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ
ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି। ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ … Read More
