ରାସ୍ତା ମଝିରେ ଅଚଳ ହେଲା ଆମ୍ବୁଲାନ୍ସ, ଛଟପଟ ରୋଗୀ
ପାଟଣାଗଡ: ରାସ୍ତା ମଝିରେ ଅଚଳ ଆମ୍ବୁଲାନ୍ସ। ରୋଗୀ ନେଇ ଯାଉଥିବାବେଳେ ଅଧା ବାଟରେ ଆମ୍ବୁଲାନ୍ସଟି ଅଚଳ ହୋଇପଡିଛି। ବଲାଙ୍ଗୀର ଜିଲ୍ଲା ବେଲପଡା ଅଞ୍ଚଳର ବିଷ୍ଣୁ ବୁଡେକ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଜିଲ୍ଲା … Read More
