ବକ୍ସର-ଟାଟା ସୁପରଫାଷ୍ଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

ଜାମତାରା : ଟ୍ରେନର ଏକ ବଗିରେ ହଠାତ୍ ଲାଗିଲା ନିଆଁ ।  ଅଳ୍ପକେ ବର୍ତିଲେ ଯାତ୍ରୀ । ଏଭଳି ଏକ ଘଟଣା ଘଟିଛି ଝାଡଖଣ୍ଡର ଜାମତାରା ଜିଲ୍ଲାରେ । ବକ୍ସର -ଟାଟା ସୁପରଫାଷ୍ଟ ନାମକ ଟ୍ରେନ ଆଜି ବଡ଼ ଦୁର୍ଘଟଣାରୁ ଟଳି ଯାଇଛି … Read More

ଶୌଚାଳୟ ଖୋଜି ଖୋଜି ପାଇଲଟ କକପିଟ୍ ଖୋଲିଦେଲେ ଯାତ୍ରୀ

ବେଙ୍ଗାଲୁରୁ: ବେଙ୍ଗାଲୁରୁରୁ ବାରାଣସୀ ଯାଉଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଫ୍ଲାଇଟ୍ IX 1086 ରେ ଜଣେ ଯାତ୍ରୀ କକପିଟ୍ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିବା ନେଇ ସମସ୍ତ ଯାତ୍ରୀ ଏବଂ କ୍ରୁ ମେମ୍ବର ଭୟଭୀତ ହୋଇଯାଇଥିଲେ । ସବୁଠାରୁ ଆଶ୍ଚର୍ଯ୍ୟକର କଥା … Read More

ନିଜ ଦେଶବାସୀଙ୍କ ଉପରେ ଏୟାରଷ୍ଟ୍ରାଇକ କଲା ପାକିସ୍ତାନ, ୩୦ ମୃତ

ପାକିସ୍ତାନ : ନିଜ ଦେଶରେ ଏୟାରଷ୍ଟ୍ରାଇକ୍ କଲା ପାକିସ୍ତାନ ବାୟୁସେନା । ପାକିସ୍ତାନୀ ସେନା ନିଜ ନାଗରିକଙ୍କ ଉପରେ ଏୟାରଷ୍ଟ୍ରାଇକ୍ କରିବାରୁ ଶିଶୁ ଏବଂ ମହିଳା ସମେତ ୩୦ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି । ଖବର ମୁତାବକ, ପାକିସ୍ତାନୀ ବାୟୁସେନା ଭୋର … Read More

ଇଟାନଗରରେ ୫୧୨୫ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୋଦି

ଅରୁଣାଚଳ ପ୍ରଦେଶ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅରୁଣାଚଳ ପ୍ରଦେଶ ଏବଂ ତ୍ରିପୁରା ଗସ୍ତରେ ରହିଛନ୍ତି । ସକାଳୁ ରାଜଧାନୀ ଇଟାନଗରରେ ୫୧୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ସିଓମ … Read More

ପୋରବନ୍ଦରରେ ସମୁଦ୍ର ଭିତରେ ଜଳିଗଲା ଜାହାଜ

ଗୁଜରାଟ : ସମୁଦ୍ର ମଝିରେ ଭୟଙ୍କର ନିଆଁ । ସମୁଦ୍ର ମଝିରେ ଥିବା ଜାହାଜ ହୁତୁହୁତୁ ହୋଇ ଜଳୁଛି । ଗୁଜରାଟ ପୋରବନ୍ଦରରେ ସମୁଦ୍ର ଭିତରେ ଜାହାଜରେ ଲାଗିଲା ନିଆଁ । ସୁଭାଷନଗର ଜେଟିରେ କାର୍ଗୋ ସିପରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ … Read More

ଖାଇବା ଆଣିବାକୁ ଯାଉଥିଲାବେଳେ ଦୁର୍ଘଟଣାରେ ଚାଲିଗଲା ୩ ଛାତ୍ରଙ୍କ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଗ୍ରେଟର ନୋଏଡା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଅଘଟଣ ପାଣି ଟ୍ୟାଙ୍କର ଏବଂ ବାଇକ୍ ମଧ୍ୟରେ ଧକ୍କା ହେବା ଫଳରେ ଘଟିଛି … Read More

ପିଓକେ ଉପରେ ଆକ୍ରମଣ କରିବାର ଆବଶ୍ୟକତା ନାହିଁ; ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦୁଇ ଦିନିଆ ମରକ୍କୋ ଗସ୍ତରେ ଅଛନ୍ତି । ଏହି ଗସ୍ତକୁ ଭାରତ ଏବଂ ମରକ୍କୋ ମଧ୍ୟରେ ପ୍ରତିରକ୍ଷା ସହଯୋଗକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି। ତାଙ୍କ ଗସ୍ତ … Read More

ପାଲେଷ୍ଟାଇନକୁ ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା, ଘୋଷଣାପତ୍ର ଜାରି କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ପାଲେଷ୍ଟାଇନକୁ  ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା । ଅଷ୍ଟେଲିଆ, ବ୍ରିଟେନ୍ ଓ  କାନାଡା ମିଳିତ ଭାବେ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ର ଭାବେ ମାନ୍ୟତା ପ୍ରଦାନ କରିଛନ୍ତି । ଏନେଇ ଏକ ଘୋଷଣାପତ୍ର ଜାରି  କରିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିସ୍ । … Read More

ରାତିରେ ଶୋଇଥିବା ବେଳେ କାନ୍ଥ ଭୁଶୁଡ଼ି ଦମ୍ପତି ମୃତ, ଝିଅ ଗୁରୁତର

ଜଳେଶ୍ବର: ଜଳେଶ୍ବରରୁ ଆସିଛି ଏକ ହୃଦୟ ବିଦାରକ ଘଟଣା ।  କାନ୍ଥ ଭୁଶୁଡ଼ି ଦମ୍ପତି ମୃତ ଏବଂ ଝିଅ ଗୁରୁତର। ଜଳେଶ୍ବର ବସ୍ତା ଥାନା ମହାଦେବ ସରାଇ ଗାଁରେ ଅଘଟଣ । ରାତିରେ ଶୋଇଥିବା ବେଳେ ଭୁଶୁଡ଼ିଲା କାନ୍ଥ । ଘଟଣାସ୍ଥଳରେ … Read More

ଥାନାରେ ଥାର୍ଡ ଡିଗ୍ରୀ: ଆତ୍ମହତ୍ୟା କଲେ ଅଭିଯୁକ୍ତ !

ଥାନା ଭିତରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ଦିଆଯିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। କଟକ ଜିଲା ଚୌଦ୍ଵାର ଥାନାରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ପୁଲିସର ଅମାନୁଷିକ ମାଡ଼ ସହି ନ ପାରି ଅଭିଯୁକ୍ତ ଆତ୍ମହତ୍ୟା କରିଥିବା ତାଙ୍କ … Read More