ମିଶର ଡେଲ୍ଟାରେ ଅଗ୍ନିକାଣ୍ଡ: ଭୁଶୁଡ଼ିଲା କୋଠା, ୧୧ ମୃତ ଓ ୩୩ ଆହତ
କାଇରୋ: ଗତକାଲି ମିଶରର ନୀଳ ଡେଲ୍ଟା ଅଞ୍ଚଳରେ ଘଟିଥିଲା ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡ ପରେ ଏକ କୋଠା ଭୁଶୁଡ଼ି ପଡ଼ିବାର ସୂଚନା ମଧ୍ୟ ମିଳିଛି । ଏଥିସହ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୩୩ ଜଣ ଆହତ ହୋଇଥିବା ଅଧିକାରୀମାନେ … Read More
