ଦୁର୍ବଳ ଅବସ୍ଥାରେ ଓଡ଼ିଶାରେ ପହଞ୍ଚିବ ‘ମୋନ୍ଥା’: ଆଇଏମଡି
ଭୁବନେଶ୍ବର: ଧୀରେ ଧୀରେ ଉପକୂଳ ମୁହାଁ ହେଉଛି ବାତ୍ୟା ‘ମୋନ୍ଥା‘। ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡ଼ିଶାରେ ବାତ୍ୟା ପହଞ୍ଚିବା ବେଳକୁ ଦୁର୍ବଳ ହୋଇଯାଇଥିବ। ଭାରତ ପାଣିପାଗ ବିଭାଗ(ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର … Read More
