ମହାରାଷ୍ଟ୍ରରେ ମହିଳା ଡାକ୍ତରଙ୍କ ଆତ୍ମହତ୍ୟା: ସୁଇସାଇଡ୍ ନୋଟ୍ରେ ପୁଲିସ ଦ୍ବାରା ଦୁଷ୍କର୍ମ, ମାନସିକ ଓ ଶାରୀରିକ ନିର୍ଯାତନା
ମୁମ୍ବଇ: ମହାରାଷ୍ଟ୍ରର ସତାରା ଜିଲାରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତର ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ତେବେ ମହିଳା ଡାକ୍ତର ଜଣକ ତାଙ୍କର ବାମହାତ ପାପୁଲିରେ ଲେଖିଥିବା ସୁଇସାଇଡ୍ ନୋଟ୍ରେ ଆତ୍ମହତ୍ୟା ପାଇଁ ଜଣେ ପୁଲିସ ଅଧିକାରୀଙ୍କୁ ଦାୟୀ କରିଥିବା ଜଣାପଡିଛି। … Read More
