ପରକିୟା ପ୍ରୀତି ସନ୍ଦେହରେ ମହିଳା ଓ ପୁରୁଷଙ୍କୁ ଜୋତା ମାଳ ପିନ୍ଧାଇବା ଅଭିଯୋଗରେ ୪ ଗିରଫ
ଆନନ୍ଦପୁର : ମହଙ୍ଗା ପଡ଼ିଲା କଙ୍ଗାରୁ କୋର୍ଟ । ପରକିୟା ପ୍ରୀତି ସନ୍ଦେହରେ ଜଣେ ମହିଳା ଓ ପୁରୁଷଙ୍କୁ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡ଼ିଲା ମହଙ୍ଗା । ଭିଡିଓ ଭାଇରାଲ ପରେ ୪ଜଣଙ୍କୁ ଗିରଫ କଲା ପୋଲିସ । … Read More
