ମୁମ୍ବାଇ ଯୋଗେଶ୍ବରୀ ବିଜନେସ ସେଣ୍ଟରରେ ଅଗ୍ନିକାଣ୍ଡ

ମୁମ୍ବାଇ : ମୁମ୍ବାଇର ଯୋଗେଶ୍ବରୀ ୱେଷ୍ଟ ଅଞ୍ଚଳରେ ଥିବା ବେହରାମବାଗ ନିକଟରେ ଏକ ବିଜନେସ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗିବା ପରେ ଲୋକମାନେ ଆତଙ୍କିତ ହୋଇଯାଇଥିଲେ । ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । … Read More

ବନ୍ଦ ହେଲା କେଦାରନାଥ କପାଟ, ୬ ମାସ ପାଇଁ ଦର୍ଶନ ବନ୍ଦ

ଉତ୍ତରାଖଣ୍ଡ : କେଦାରନାଥ ମନ୍ଦିର କପାଟ ଶୀତକାଳ ପାଇଁ ବନ୍ଦ କରିଦିଆଯାଇଛି । ଆଜିଠାରୁ ୬ ମାସ ଯାଏଁ କପାଟ ବନ୍ଦ ରହିଛି । ଆଜି ସକାଳ ୮.୩୦ରୁ ବନ୍ଦ ରହିଛି କପାଟ । ବନ୍ଦ ହେବା ପୂର୍ବରୁ ଧାମରେ ପ୍ରବଳ ଶ୍ରଦ୍ଧାଳୁଙ୍କ … Read More

ଦିଲ୍ଲୀରେ ଏନକାଉଣ୍ଟର, ୪ ଗ୍ୟାଙ୍ଗଷ୍ଟାରଙ୍କ ମୃତ୍ୟୁ

ନୂଆଦିଲ୍ଲୀ:  ଦିଲ୍ଲୀରେ ଏନକାଉଣ୍ଟର । ବାହାଦୂର ଶାହା ମାର୍ଗରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ଓ ବିହାର ପୋଲିସର ମିଳିତ ଅପରେସନ । ଚାରି ଜଣ ଅପରାଧୀ ମୃତ । ମୃତକ ମାନେ ବିହାରର ଗ୍ୟାଙ୍ଗଷ୍ଟର । ଏମାନେ ବିହାରରେ ହେବାକୁ ଥିବା ବିଧାନସଭା … Read More

୫ କୁଖ୍ୟାତ ଅପରାଧୀଙ୍କୁ ଗିରଫ କଲା ରାଞ୍ଚି ପୋଲିସ; ଡ୍ରୋନ୍ ଦ୍ବାରା ପାକିସ୍ତାନରୁ ଆଣୁଥିଲେ ଅସ୍ତ୍ରଶସ୍ତ୍ର

ରାଞ୍ଚି: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ସେମାନେ ପ୍ରକାଶ କରିଛନ୍ତି ଯେ ରାଜ୍ୟରେ କାର୍ଯ୍ୟ କରୁଥିବା କୁଖ୍ୟାତ ଅପରାଧୀମାନେ ଡ୍ରୋନ୍ ମାଧ୍ୟମରେ ପାକିସ୍ତାନରୁ ଅସ୍ତ୍ରଶସ୍ତ୍ର ଯୋଗାଣ ପାଉଥିଲେ। ଏହି ମାମଲାରେ ରାଞ୍ଚି ପୋଲିସର ଏକ … Read More

ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା, ନଭେମ୍ବର ୧ରୁ କାର୍ଯ୍ୟକ୍ଷମ ହେବ ଭୈରବ ବାଟାଲିୟନ

ନୂଆଦିଲ୍ଲୀ: ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଆସନ୍ତା ନଭେମ୍ବର ୧ରୁ କାର୍ଯ୍ୟକ୍ଷମ ହେବ ଭୈରବ ବାଟାଲିୟନ । ପ୍ରଥମ ଥର ପାଇଁ ଆସନ୍ତା ମାସ ୧ ତାରିଖରେ ଗୋଟିଏ ବାଟାଲିୟନ ମୁତୟନ ହେବ। ଏନେଇ ସୂଚନା ଦେଇଛନ୍ତି ପଦାତିକ … Read More

ଏସଆଇଆର ପ୍ରସ୍ତୁତି ସାରିବାକୁ CEOଙ୍କୁ ନିର୍ଦେଶ

ଭୁବନେଶ୍ୱର/ନୂଆଦିଲ୍ଲୀ: ଭାରତ ନିର୍ବାଚନ ଆୟୋଗ(ECI)ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସମ୍ମିଳନୀ ଗୁରୁବାର ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ ଇଲେକ୍ଟୋରାଲ୍ ମ୍ୟାନେଜମେଣ୍ଟ(IIIDEM) ଠାରେ ସମାପ୍ତ ହୋଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ … Read More

ନୂଆପଡ଼ା ଉପନିର୍ବାଚନ: ବ୍ଲକ ଓ ଏନଏସି ସ୍ତରରେ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ତତ୍ପର ହୋଇପଡ଼ିଛି। ନୂଆପଡ଼ା ଆସନକୁ ନିଜ ହାତରେ ରଖିବା ଲାଗି ଦଳ ଜୋରଦାର ଉଦ୍ୟମ ଚଳାଇଛି। ନିର୍ବାଚନ ସମୟରେ ଦଳୀୟ କାର୍ଯ୍ୟକୁ ମନିଟର କରିବା ଲାଗି ବିଜେଡି ପକ୍ଷରୁ ବ୍ଲକ ଏବଂ … Read More

ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ଵର : ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ ହାଟରେ ଏହି ଏସ୍‌ଓପି ଲାଗୁ ହେବ। ଏ ନେଇ ବିଏମ୍‌ସି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ବିଏମ୍‌ସି ଅଧିକାରୀଙ୍କ ଉପସ୍ଥିତିରେ ହାଟ କମିଟି … Read More

ଗଦ୍ରିଙ୍ଗିଆ ଘାଟିରେ ୨୦ ଫୁଟ୍‌ ତଳକୁ ଖସିଲା ଟ୍ରକ : ଡ୍ରାଇଭର ଗୁରୁତର

ବାଲିଗୁଡା :କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ୫୯ନଂ ଜାତୀୟ ରାଜପଥର ଗଦ୍ରିଙ୍ଗିଆ ଘାଟିରେ ଅଘଟଣ ଘଟିଛି। ୨୦ଫୁଟ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ । ଟ୍ରକଟି ରେଢ଼ାଖୋଲରୁ ରାୟଗଡା ଅଭିମୁଖେ ଯାଉଥିବାବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । … Read More

ଆଗକୁ ବଢୁଛି ଓଡ଼ିଶା ସାଇବର ସୁରକ୍ଷା ଅଭିଯାନର ସଫଳ ଯାତ୍ରା

ଭୁବନେଶ୍ଵର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ -୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ … Read More