ଜଳ ସମ୍ପଦ ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ … Read More

ପୋଖରୀରୁ କୁମ୍ଭୀର ଉଦ୍ଧାର

ପଟ୍ଟାମୁଣ୍ଡାଇ: ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ। ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୧୫ନଂ ୱାର୍ଡ ଅଳଭା ଗ୍ରାମରେ ବିଶ୍ୱନାଥ ନାୟକଙ୍କ ପୋଖରୀରୁ ଧରାହୋଇଛି ୧୦ ଫୁଟ ଲମ୍ବର କୁମ୍ଭୀର। ବନ ବିଭାଗ କର୍ମଚାରୀ କୁମ୍ଭୀରକୁ ଧରିନେଇଛନ୍ତି। ସୂଚନା ମୁତାବକ, ଗୁରୁବାର ବିଳମ୍ବିତ … Read More

୩ରେ ନୂଆପଡ଼ା ଗସ୍ତ କରିବେ ନବୀନ

ଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ … Read More

ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର

କେନ୍ଦୁଝର : କେନ୍ଦୁଝରରେ ଟ୍ରକ୍ ଧକ୍କାରେ ବାପା ମୃତ,ଝିଅ ଓ ଦାଦା ଗୁରୁତର I  ଆଜି ଦିନ ପ୍ରାୟ ୧୧ଟା ବେଳେ ସଦର ଥାନା ଉପର କୁସୁମିତା କଶିରାସାହିର ବିଦ୍ୟାଧର ନାଏକ  ଝିଅକୁ ରାଇସୁଆଁ ଆବାସିକା ବିଦ୍ୟାଳୟରେ ଛାଡ଼ିବାକୁ ଘରୁ ଭାଇଙ୍କ ସହ … Read More

୨୧ ବର୍ଷ ହୋଇଥିଲେ ଆସନ୍ତାକାଲି ଠାରୁ କରିପାରିବେ ସୁଭଦ୍ରା ଆବେଦନ

ଭୁବନେଶ୍ୱର : ଆସନ୍ତାକାଲି ଠାରୁ କରିପାରିବେ ସୁଭଦ୍ରା ଆବେଦନ । ସୁଭଦ୍ରା ପୋର୍ଟାଲରେ ଅନଲାଇନରେ ଆବେଦନ କରିପାରିବେ ।  ୨୧  ବର୍ଷ ହୋଇଥିଲେ କରିପାରିବେ ସୁଭଦ୍ରା ଆବେଦନ । ଏହି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯେଉଁମାନେ 20 … Read More

ପ୍ରୀତିରଞ୍ଜନଙ୍କ ଭଡ଼ା ଘରେ ଚଢ଼ାଉ

ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍‌ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି … Read More

କଟକ ମହାନଗର ନିଗମ କାଉନସିଲ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ

କଟକ : ଗ୍ଲାସ୍ ଭାଙ୍ଗିଲେ, ମାଇକ ଉପାଡ଼ିଲେ ଓ ଚେୟାର ଫିଙ୍ଗଲେ । କଟକ ମହାନଗର ନିଗମ-ସିଏମସି କାଉନସିଲ୍ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ। ଅନ୍ୟ ଜଣେ କର୍ପୋରେଟର ଏହାକୁ ବିରୋଧ କରିବାରୁ ଆହୁରି ବଢିଲା ବିବାଦ।କଟକ ମହାନଗର ନିଗମ କାଉନସିଲ୍ ବୈଠକରେ ୫୧ … Read More

ଆସନ୍ତା ସପ୍ତାହରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର : ପୁଣି ଭିଜାଇବ ବର୍ଷା ।  ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।  ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ … Read More

ଅଧ୍ୟାପକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ

ରାୟଗଡ଼ା: ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଦାଗ । ଅଧ୍ୟାପକଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ । ପ୍ରତିବାଦରେ କଲେଜ ଫାଟକ ସମ୍ମୁଖରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ରାୟଗଡ଼ା ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷା ଅନୁଷ୍ଠାନରୁ ଆସିଛି ଏଭଳି … Read More

ସରପ୍ରାଇଜ ଭିଜିଟ କରି ସରକାରୀ ଅଧିକାରୀଙ୍କ କାମ ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ … Read More