ନୂଆପଡା ଉପନିର୍ବାଚନ ଲାଗି ୮ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲା ବିଜେପି

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ ୮ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛି ବିଜେପି । ବଞ୍ଜରୀ ଦାୟିତ୍ୱ ପାଇଁ ରବି ନାଏକ, ସୁନାଦେଇ ପାଇ ଗଣେଶ ରାମସିଂ ଖୁଣ୍ଟିଆ, ପାତାଳେଶ୍ୱର ପାଇଁ ଗୋକୁଳାନନ୍ଦ ମଲ୍ଲିକ, ଜୟଜଙ୍ଗା ପାଇଁ କୃଷ୍ଣ ଚନ୍ଦ୍ର ପାତ୍ର, କୋନାଭଇରା … Read More

ନୂଆପଡା ଉପନିର୍ବାଚନ: ୫ ହଜାର ନୂଆ ଭୋଟଙ୍କୁ ନେଇ କଂଗ୍ରେସ ଉଠାଇଲା ପ୍ରଶ୍ନ

ନୂଆପଡ଼ା: ନୂଆପଡା ଜିଲାରେ ନୂଆ ୫ହଜାର ଭୋଟରଙ୍କୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ । ଆଜି ସଦର ମହକୁମା କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛି କଂଗ୍ରେସ । ପ୍ରଶାସନ ଜିଲାରେ ମୋଟ ଭୋଟର ତାଲିକା ପ୍ରକାଶ କରିବାପରେ … Read More

ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

ଭୁବନେଶ୍ୱର : ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ । 30 ଲକ୍ଷ ଟନର ଆଲୁମିନିୟମ ପ୍ଲାଣ୍ଟ ପ୍ରତିଷ୍ଠା ହେବ ।  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଏହି ସୂଚନା … Read More

ଚାକିରି ଦେବା ନାଁରେ ଠକେଇ, ୬୨ ଲକ୍ଷ ଟଙ୍କା ଜବତ

ସମ୍ବଲପୁର : ଚାକିରି ଦେବା ନାଁରେ ଠକେଇ  ।  ଅଭିଯୁକ୍ତଙ୍କ ନିକଟରୁ ୬୨ ଲକ୍ଷ ଟଙ୍କା ଜବତ କଲା ବୁର୍ଲା ପୋଲିସ । ଟଙ୍କା ନେଇ ଚାକିରି ଦେବା ଅଭିଯୋଗରେ ଦୁଇ ଗିରଫ l ଗିରଫ ଅଭିଯୁକ୍ତମାନେ ଲୋକଙ୍କ ଭରସା ଜିତି ସଫେଇ … Read More

ସ୍ତ୍ରୀକୁ ହତ୍ୟା କରି ସ୍ବାମୀ ଫେରାର

ଅନୁଗୁଳ : ଯାହାର ହାତ ଧରିଥିଲା ତାର ଜୀବନ ନେଇଗଲା । ପାରିବାରିକ କଳହର କରୁଣ ପରିଣତି । ଅନୁଗୁଳ ଥାନା ତୁରଙ୍ଗ ଅଞ୍ଚଳରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ବାମୀ ହାତରେ ଗଲା ସ୍ତ୍ରୀର ଜୀବନ । ମୃତକ ହେଲେ ମିନାକ୍ଷୀ … Read More

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ଜଳେଶ୍ୱର : ବଡ଼ଭାଇକୁ ଠେଙ୍ଗାରେ ପିଟି ହତ୍ୟା । ଘର ଡିହ ବଣ୍ଟନକୁ କେନ୍ଦ୍ର କରି ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ ହୋଇଛିନ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ବଣକାଟି ଗାଁର ଏଭଳି ଅଭାବନୀୟ ଘଟଣା … Read More

ପିକଅପ ଭ୍ୟାନ ଉପରେ ଚଢ଼ିଗଲା ହାଇୱା: ୩ ମୃତ, ୮ ଗୁରୁତର

କଣ୍ଟାମାଳ : ଦାଦନ ଖଟିବାକୁ ଯାଉଥିବା ବେଳେ ଦୁର୍ଘଟଣା । ୩ ମୃତ, ୮ ଗୁରୁତର ହୋଇଛି । ବୌଦ୍ଧ-କନ୍ଧମାଳ ସୀମାନ୍ତ ଲୁଇସିଂ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶ୍ରମିକମାନେ ଯାଉଥିବା ପିକଅପ ଭ୍ୟାନ ଉପରେ ମାଡ଼ିଗଲା ହାଇୱା । ଦୁର୍ଘଟଣାସ୍ଥଳରେ … Read More

ଲଗାତାର ଖସିବାରେ ଲାଗିଛି ସୁନା-ରୁପା ଦର

ଭୁବନେଶ୍ୱର: ସୁନା ଦାମ ଆକାଶ ଛୁଆଁ ହେବା ପରେ ଦର ଖସିବାରେ ଲାଗିଛି । କେବଳ ସୁନା ନୁହେଁ, ରୁପା ଦର ମଧ୍ୟ ଖସିଛି । ଧନତେରାସ ଓ ଦୀପାବଳି ପରେ ସୁନା, ରୁପାର ଦାମ ଖସିଛି। ଦୀପାବଳି ପରେ ସୁନା … Read More

ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ସ୍ୱାକ୍ଷର କରିବ ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର

ନୂଆଦିଲ୍ଲୀ ମୁମ୍ବାଇରେ ହେବାକୁ ଥିବା ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର ସ୍ୱାକ୍ଷର କରିବ। ଜାହାଜ ନିର୍ମାଣ ଓ ମରାମତି, ବନ୍ଦର ଆଧୁନିକୀକରଣ, ସ୍ମାର୍ଟ ବନ୍ଦର ପଦକ୍ଷେପ, ବ୍ୟବସାୟ ବିକାଶ ଏବଂ ସବୁଜ ହାଇଡ୍ରୋଜେନ୍ … Read More

ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ

ନୂଆଦିଲ୍ଲୀ: କାନାଡାରେ ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ ହୋଇଛି। ଗ୍ୟାଙ୍ଗଷ୍ଟାର୍ ରୋହିତ ଗୋଦାରା ଗ୍ୟାଙ୍ଗ ତାଙ୍କୁ ଗୁଳି ମାରିଥିବା ଜଣାପଡିଛି। ଅନେକ ସମୟ ଧରି ଚାଲିଆସୁଥିବା ଗ୍ୟାଙ୍ଗ୍ ୱାର ଯୋଗୁଁ ଏହି ଗୁଳିମାଡ ହୋଇଛି। ରୋହିତ ଗୋଦାରାଙ୍କ ଗ୍ୟାଙ୍ଗ୍ ସହ … Read More